ବାଲୁକା କଳାରେ ଅଭିନନ୍ଦନଙ୍କୁ ପ୍ରଶଂସା

ପୁରୀ(ଓଡ଼ିଶା ରିପୋର୍ଟର): ବାଲୁକା କଳାରେ ଏୟାର ଫୋର୍ସର ଓ୍ୱିଙ୍ଗ୍ କମାଣ୍ଡର୍ ଅଭିନନ୍ଦନଙ୍କୁ ପ୍ରଶଂସା କରାଯାଇଛି। ଅଭିନନ୍ଦନଙ୍କ ବୀରତ୍ୱକୁ ସମ୍ମାନ ଜଣାଇ ପୁରୀ ବେଳାଭୂମୀରେ ଏକ ଆକର୍ଷଣୀୟ ବାଲୁକା କଳା ନିର୍ମାଣ କରିଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ସୀମାରେ ଅଦମ୍ୟ ସାହସ ଦେଖାଇ ଆକାଶ ମାର୍ଗରେ ପାକିସ୍ତାନର ଏଫ୍‌-୧୬ ଲଢୁଆ ବିମାନକୁ ଖସାଇ ଦେଇଥିଲେ ଓ୍ୱିଙ୍ଗ୍ କମାଣ୍ଡର୍‌ ଅଭିନନ୍ଦନ। ତାଙ୍କୁ ନେଇ ସାରା ଦେଶ ଏବେ ଗର୍ବ କରୁଛି। #WelcomeBackAbhinandan My sand art with message […]

sandart

sandart

Jitendra Garnayak
  • Published: Friday, 01 March 2019
  • Updated: 01 March 2019, 07:42 AM IST

ପୁରୀ(ଓଡ଼ିଶା ରିପୋର୍ଟର): ବାଲୁକା କଳାରେ ଏୟାର ଫୋର୍ସର ଓ୍ୱିଙ୍ଗ୍ କମାଣ୍ଡର୍ ଅଭିନନ୍ଦନଙ୍କୁ ପ୍ରଶଂସା କରାଯାଇଛି।

ଅଭିନନ୍ଦନଙ୍କ ବୀରତ୍ୱକୁ ସମ୍ମାନ ଜଣାଇ ପୁରୀ ବେଳାଭୂମୀରେ ଏକ ଆକର୍ଷଣୀୟ ବାଲୁକା କଳା ନିର୍ମାଣ କରିଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ।

ସୀମାରେ ଅଦମ୍ୟ ସାହସ ଦେଖାଇ ଆକାଶ ମାର୍ଗରେ ପାକିସ୍ତାନର ଏଫ୍‌-୧୬ ଲଢୁଆ ବିମାନକୁ ଖସାଇ ଦେଇଥିଲେ ଓ୍ୱିଙ୍ଗ୍ କମାଣ୍ଡର୍‌ ଅଭିନନ୍ଦନ। ତାଙ୍କୁ ନେଇ ସାରା ଦେଶ ଏବେ ଗର୍ବ କରୁଛି।

ଅଭିନନ୍ଦନ ଏବେ ପାକିସ୍ତାନ କବଜାରେ ଥିବା ବେଳେ ଆଜି ତାଙ୍କୁ ଭାରତକୁ ହସ୍ତାନ୍ତର କରାଯିବାର କାର୍ଯ୍ୟକ୍ରମ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story