୭୦ ଲକ୍ଷ ଟଙ୍କାର ଚନ୍ଦନ କାଠ ଜବତ, ୩ ଗିରଫ

କଟକ(ଓଡ଼ିଶା ରିପୋର୍ଟର): କଟକ ଟାଙ୍ଗି ପୁଲିସ ଷ୍ଟେସନ ଅଧିନ ଦଳଯୋଡି ଜଙ୍ଗଲରୁ ବିପୁଳ ପରିମାଣର ଚୋରା ଚନ୍ଦନ କାଠ ଜବତ। କ୍ରାଇମବ୍ରାଞ୍ଚ STF ଚଢ଼ାଉ କରି ୪ କ୍ୱିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ କରିଛି । ଏଥିରେ ସମ୍ପୃକ୍ତି ଥିବା ୩ ଜଣଙ୍କୁ STF ଗିରଫ କରିଛି।  ଜବତ ଚନ୍ଦନ କାଠର ମୂଲ୍ୟ ଆନୁମାନିକ ୭୦ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି । ସୂଚନା ମୁତାବକ, ଦଳଯୋଡି ଜଙ୍ଗଲରେ ଚୋରା ଚନ୍ଦନ […]

sand

sand

Madhupriya Mistry
  • Published: Friday, 04 December 2020
  • Updated: 04 December 2020, 10:38 AM IST

କଟକ(ଓଡ଼ିଶା ରିପୋର୍ଟର): କଟକ ଟାଙ୍ଗି ପୁଲିସ ଷ୍ଟେସନ ଅଧିନ ଦଳଯୋଡି ଜଙ୍ଗଲରୁ ବିପୁଳ ପରିମାଣର ଚୋରା ଚନ୍ଦନ କାଠ ଜବତ। କ୍ରାଇମବ୍ରାଞ୍ଚ STF ଚଢ଼ାଉ କରି ୪ କ୍ୱିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ କରିଛି । ଏଥିରେ ସମ୍ପୃକ୍ତି ଥିବା ୩ ଜଣଙ୍କୁ STF ଗିରଫ କରିଛି।  ଜବତ ଚନ୍ଦନ କାଠର ମୂଲ୍ୟ ଆନୁମାନିକ ୭୦ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି ।

ସୂଚନା ମୁତାବକ, ଦଳଯୋଡି ଜଙ୍ଗଲରେ ଚୋରା ଚନ୍ଦନ କାଠ ବେପାର ଚାଲିଥିବା ଖବର ପାଇ କ୍ରଇମବ୍ରାଂଚ ଏସଟିଏଫ ଚଢ଼ାଉ କରି ୩ ଜଣଙ୍କୁ ଗିରଫ କରିଥିଲା । ଗିରଫ ଅଭିଯୁକ୍ତ ହେଲେ କଟକର ହେମନ୍ତ ଛାଟୋଇ, ନୟାଗଡର ଦଣ୍ଡପାଣି ଦାସ ଓ ବାଲିଯୋଡି ପଟାଲସିଂହ ଗାଁର କାହ୍ନୁ ଚରଣ ବିଶୋଇ ।  ଏମାନଙ୍କ ନାଁରେ ଟାଙ୍ଗି ପୁଲିସ ମାମଲା ରୁଜୁ କରିବା ସହ ଏହି ଚନ୍ଦନ କାଠ ଚୋରା ମାମଲାରେ ଆଉ କାହାର ସମ୍ପୃକ୍ତି ରହିଛି ସେ ନେଇ ତଦନ୍ତ ଜାରି ରଖିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story