ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନାଁ ବଦଳାଇ ବିଦେଶୀଙ୍କୁ ଲୁଟୁ ଥିବା ଅଭିଯୋଗରେ ମୁମ୍ବାଇ ପୁଲିସ୍ ତିନି ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ଓଡ଼ିଶାର ସନ୍ତୋଷ ବେହେରା ଅଛନ୍ତି। ବିଦେଶୀଙ୍କ ନିକଟରେ ସେ ନିଜକୁ ଜ୍ୟାକ୍ ଡାନିଏଲ୍ ଭାବେ ପରିଚୟ ଦେଉଥିଲେ।
ସନ୍ତୋଷ ଓ ତାଙ୍କ ସହଯୋଗୀମାନେ ବିଦେଶୀ ମାନଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଲୁଟ୍ କରୁଥିଲେ। ତିନି ଅଭିଯୁକ୍ତଙ୍କଠାରୁ ୧୨ଶହ ଡଲାର, ନଗଦ ତିନିଲକ୍ଷ ଟଙ୍କା ଓ କମ୍ପୁଟର ସମେତ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛି।
ଏନେଇ ପନୱେଲ୍ ଗ୍ରାମୀଣ ପୁଲିସ୍ ଇନ୍ସପେକ୍ଟର ଅଶୋକ ରାଜପୁତ କହିଛନ୍ତି,“ଏହି ଗ୍ୟାଙ୍ଗର ମୁଖିଆ ସନ୍ତୋଷ ବେହେରା ଓରଫ୍ ଜ୍ୟାକ୍ ଡାନିଏଲଙ୍କ ସହ ଆଉ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛୁ। ଅନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ଚେଷ୍ଟା ଚାଲିଛି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କଲଭର୍ଟରେ ପିଟି ହୋଇ ଓଲଟିଲା ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍; ୨ ଗୁରୁତର
ଆଜି ସକାଳେ ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍ଟି ବିନିକାରୁ ସୋନପୁର ଅଭିମୁଖେ ଯାଉଥିଲା।
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।
Weather
ଆଜି ଅବପାତରେ ପରିଣତ ହେବ ଲଘୁଚାପ;୨୭ରୁ ବର୍ଷିବ
୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
Science & Environment
ଏନକ୍ଲୋଜରରୁ ବାହାରି ଜଙ୍ଗଲ ଗଲା ‘ଜିନତ୍'
ଶିମିଳିପାଳର ଉତ୍ତର ଡିଭିଜନ୍ କୋର୍ ଏରିଆରେ ବାଘୁଣୀ ‘ଜିନତ୍’ ଛଡ଼ାଯାଇଥିବା ଜଣାଯାଇଛି।