କେନ୍ଦ୍ରୀୟ ଡେପୁଟେସନରୁ ଫେରିଲେ ସନ୍ତୋଷ ଷଡ଼ଙ୍ଗୀ, ଓଏସଡି ନିଯୁକ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା କ୍ୟାଡ଼ରର ୧୯୯୪ ବ୍ୟାଚ୍ ଆଇଏଏସ୍ ସନ୍ତୋଷ କୁମାର ଷଡ଼ଙ୍ଗୀ କେନ୍ଦ୍ରୀୟ ଡେପୁଟେସନରୁ ଫେରିଛନ୍ତି। ଆଜି ତାଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି(ଓଏସଡି) ଭାବେ ନିଯୁକ୍ତି ମିଳିଛି। ସେ ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଭବନରେ କାର୍ଯ୍ୟ କରିବେ। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରୀୟ ଡେପୁଟେସନରେ ଫେରିଥିବା ଆଇଏଏସ୍ ଶ୍ରୀ ଷଡ଼ଙ୍ଗୀ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସହ ସମନ୍ୱୟ ରକ୍ଷା କରି କ୍ରିଟିକାଲ ମେଡିକାଲ ଉପକରଣ […]

santosh-sadangi

santosh-sadangi

Manoranjan Sial
  • Published: Monday, 04 May 2020
  • Updated: 04 May 2020, 09:14 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା କ୍ୟାଡ଼ରର ୧୯୯୪ ବ୍ୟାଚ୍ ଆଇଏଏସ୍ ସନ୍ତୋଷ କୁମାର ଷଡ଼ଙ୍ଗୀ କେନ୍ଦ୍ରୀୟ ଡେପୁଟେସନରୁ ଫେରିଛନ୍ତି। ଆଜି ତାଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି(ଓଏସଡି) ଭାବେ ନିଯୁକ୍ତି ମିଳିଛି। ସେ ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଭବନରେ କାର୍ଯ୍ୟ କରିବେ।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରୀୟ ଡେପୁଟେସନରେ ଫେରିଥିବା ଆଇଏଏସ୍ ଶ୍ରୀ ଷଡ଼ଙ୍ଗୀ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସହ ସମନ୍ୱୟ ରକ୍ଷା କରି କ୍ରିଟିକାଲ ମେଡିକାଲ ଉପକରଣ ଯୋଗାଣ ଦାୟିତ୍ୱ ତୁଲାଇବେ। ଏହାସହିତ ସେ ରେଳ ବିଭାଗ ସହ ସମନ୍ୱୟ ରକ୍ଷା କରି ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ଦିଗରେ କାର୍ଯ୍ୟ କରିବେ। କରୋନା ମୁକାବିଲା କାର୍ଯ୍ୟରେ ଶ୍ରୀ ଷଡ଼ଙ୍ଗୀଙ୍କୁ ଆଜି ଏହି ଦାୟିତ୍ୱ ନ୍ୟସ୍ତ ହୋଇଛି।

ଶ୍ରୀ ଷଡ଼ଙ୍ଗୀ ୨୦୧୩ ମସିହା ନଭେମ୍ବର ମାସରେ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ । ସେ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟରେ ପ୍ରାୟ ୫ବର୍ଷ ଧରି ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରିଥିଲେ । ଶ୍ରୀ ଷଡ଼ଙ୍ଗୀ ଭୁବନେଶ୍ୱର ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ପତି ମଧ୍ୟ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story