ଭୁବନେଶ୍ୱର: ସାରା ରାଜ୍ୟରେ ତାପମାତ୍ରା ୪୦ ତଳକୁ ଖସିଲା। ବୁଧବାର ରାଜ୍ୟର ସମସ୍ତ ପ୍ରମୁଖ ସ୍ଥାନଗୁଡ଼ିକର ତାପମାତ୍ରା ୪୦ ଡିଗ୍ରୀ ତଳକୁ ରହିଥିଲା। ଭୁବନେଶ୍ୱରରେ ତାପମାତ୍ରା ସର୍ବାଧିକ ୩୯.୯ ଡିଗ୍ରୀ ରହିଥିଲା। ତା’ତଳକୁ ଉତ୍ତପ୍ତ ସହର ଥିଲା ଚାନ୍ଦବାଲି। ଆଜି ଏଠାରେ ତାପମାତ୍ରା ୩୮.୮ ଡିଗ୍ରୀ ରହିଥିଲା। ସେହିପରି ତାଳଚେରରେ ୩୮.୭ ଡିଗ୍ରୀ, ସମ୍ବଲପୁରରେ ୩୮.୨, ଝାରସୁଗୁଡ଼ାରେ ୩୮.୧, ବଲାଙ୍ଗୀରରେ ୩୮, ହୀରାକୁଦରେ ୩୭.୬, ସୁନ୍ଦରଗଡ଼ରେ ୩୭.୦, ମାଲକାନଗିରିରେ ୩୭.୦, ଅନୁଗୁଳରେ ୩୭.୧, ସୋନପୁରରେ ୩୬.୫, କଟକରେ ୩୬.୪, ବାଲେଶ୍ୱରରେ ୩୬.୧, ଗୋପାଳପୁରରେ ୩୫.୦, ଭବାନୀପାଟଣାରେ ୩୩.୫, ଟିଟିଲାଗଡ଼ରେ ୩୩.୫ ଓ ଫୁଲବାଣୀରେ ୩୩.୫ ଡିଗ୍ରୀ ତାପମାତ୍ରା ରହିଥିଲା।
ଅନ୍ୟପକ୍ଷରେ ଅଂଶୁଘାତରେ ମୃତକଙ୍କ ସଂଖ୍ୟା ୨୯କୁ ବୃଦ୍ଧି ପାଇଛି ବୋଲି ବୁଧବାର ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ତରଫରୁ କୁହାଯାଇଛି। ତେବେ ବେସରକାରୀ ଭାବେ ରାଜ୍ୟରେ ଅଂଶୁଘାତ ମୃତକଙ୍କ ସଂଖ୍ୟା ୧୩୫ ବୋଲି କୁହାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।