ଶାରଳା ପୁରସ୍କାର ପ୍ରାପ୍ତ ବିଶିଷ୍ଟ ସାହିତ୍ୟିକ ମନୋଜ ପଣ୍ଡାଙ୍କ ବିୟୋଗ

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ‘ଶାରଳା’ ପୁରସ୍କାରପ୍ରାପ୍ତ ବିଶିଷ୍ଟ ଲେଖକ ମନୋଜ ପଣ୍ଡାଙ୍କର ଆଜି ହୃଦ୍‌ଘାତରେ ବିୟୋଗ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଦୁଃଖ ପ୍ରକାଶ କରିଛନ୍ତି। ଶାରଳା ପୁରସ୍କାର ବିଜେତା ବିଶିଷ୍ଟ ସାହିତ୍ୟିକ ମନୋଜ ପଣ୍ଡାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସାହିତ୍ୟ ଜଗତରେ ସେ ଛାଡ଼ି ଯାଇଥିବା ସୃଜନସୃଷ୍ଟି ତାଙ୍କୁ ସର୍ବଦା ଅମର କରି ରଖିବ। […]

manoj

manoj

Manoranjan Sial
  • Published: Thursday, 09 July 2020
  • Updated: 09 July 2020, 11:15 PM IST

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ‘ଶାରଳା’ ପୁରସ୍କାରପ୍ରାପ୍ତ ବିଶିଷ୍ଟ ଲେଖକ ମନୋଜ ପଣ୍ଡାଙ୍କର ଆଜି ହୃଦ୍‌ଘାତରେ ବିୟୋଗ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଦୁଃଖ ପ୍ରକାଶ କରିଛନ୍ତି।

https://twitter.com/Naveen_Odisha/status/1281274174321770498?s=20

ବଲାଙ୍ଗିର ଜିଲ୍ଲାରେ ୧୯୫୪ ମସିହା ଅକ୍ଟୋବର ୪ ତାରିଖରେ ଜନ୍ମଗ୍ରହଣ କରିଥିଲେ ବିଶିଷ୍ଟ ସ୍ତମ୍ଭକାର ତଥା ଗାଳ୍ପିକ ମନୋଜ ପଣ୍ଡା। ପାଠ ପଢ଼ା ଶେଷ ପରେ ସେ ଶିକ୍ଷକତା ଜୀବନ ଆରମ୍ଭ କରିଥିଲେ। ତେବେ ୨୦୧୨ ମସିହାରେ ଶିକ୍ଷକତା ଜୀବନରୁ ଅବସର ନେଇ ସାହିତ୍ୟ ରଚନାରେ ଲାଗି ପଡ଼ିଥିଲେ। ସେ ‘ହାଡ ବଗିଚା’, ‘ମାୟା ବଗିଚା’, ‘ବର୍ଣ ବଗିଚା’ ପରି ଅନେକ ଗଳ୍ପ ସଂକଳନ ରଚନା କରିଥିଲେ। ଗଳ୍ପ ସଂକଳନ ‘ମାୟା ବଗିଚା’ ପାଇଁ ତାଙ୍କୁ ୨୦୧୫ ମସିହାରେ ଶାରଳା ପୁରସ୍କାର ପ୍ରଦାନ କରାଯାଇଥିଲା। ଆଜି ସେହି ମହାନ ବ୍ୟକ୍ତିଙ୍କର ହୃଦଘାତରେ ପରଲୋକ ହୋଇଯାଇଛି।

https://twitter.com/Panda_Odia/status/1281265243134410752?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story