ପାରମିତା ପାଇଲେ ଶାରଳା ପୁରସ୍କାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଇମ୍ପାକ୍ଟ ପକ୍ଷରୁ ୪୨ତମ ଶାରଳା ପୁରସ୍କାର ସମାରୋହ ଆୟୋଜିତ ହୋଇଛି। କଥାକାର ପାରମିତା ଶତପଥୀ ମର୍ଯ୍ୟାଦାଜନକ ଶାରଳା ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ଉପନ୍ୟାସ ଅଭିପ୍ରେତ କାଳ ପାଇଁ ପାରମିତା ଶତପଥୀଙ୍କୁ ଶାରଳା ପୁରସ୍କାର ପ୍ରଦାନ କରାଯାଇଛି। ପୁରସ୍କାର ସ୍ୱରୂପ ପାରମିତାଙ୍କୁ ଫଳକ ସହ ୫ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଇଛି। ସେହିପରି ଚିତ୍ରଶିଳ୍ପୀ ଜଗଦୀଶ ଚନ୍ଦ୍ର କାନୁନଗୋଙ୍କୁ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ପ୍ରଦାନ କରାଯାଇଛି। ଘୁମୁରା ଶିଳ୍ପୀ ଜୟନ୍ତ କୁମାର […]

sarala-awards

sarala-awards

Ranjit Kumar Jena
  • Published: Tuesday, 26 October 2021
  • Updated: 26 October 2021, 06:30 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଇମ୍ପାକ୍ଟ ପକ୍ଷରୁ ୪୨ତମ ଶାରଳା ପୁରସ୍କାର ସମାରୋହ ଆୟୋଜିତ ହୋଇଛି। କଥାକାର ପାରମିତା ଶତପଥୀ ମର୍ଯ୍ୟାଦାଜନକ ଶାରଳା ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ଉପନ୍ୟାସ ଅଭିପ୍ରେତ କାଳ ପାଇଁ ପାରମିତା ଶତପଥୀଙ୍କୁ ଶାରଳା ପୁରସ୍କାର ପ୍ରଦାନ କରାଯାଇଛି। ପୁରସ୍କାର ସ୍ୱରୂପ ପାରମିତାଙ୍କୁ ଫଳକ ସହ ୫ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଇଛି।

ସେହିପରି ଚିତ୍ରଶିଳ୍ପୀ ଜଗଦୀଶ ଚନ୍ଦ୍ର କାନୁନଗୋଙ୍କୁ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ପ୍ରଦାନ କରାଯାଇଛି। ଘୁମୁରା ଶିଳ୍ପୀ ଜୟନ୍ତ କୁମାର ବେହେରାଙ୍କୁ ମଧ୍ୟ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନରେ ସମ୍ମାନିତ କରାଯାଇଛି।

https://twitter.com/IMFALtd/status/1452977381849788419?s=20

କୋଭିଡ୍‌ ପାଇଁ ଚଳିତ ବର୍ଷ ପୁରସ୍କାର ସମାରୋହ ଆୟୋଜନ କରାଯାଇନାହିଁ। ସମାରୋହ ଆୟୋଜନ ନହୋଇ ବ୍ୟକ୍ତିଗତ ଭାବେ ପୁରସ୍କାର ପ୍ରଦାନ କରାଯାଇଛି। ଇମ୍ଫା ପରିଚାଳିତ ଇମ୍ପାକ୍ଟ ପକ୍ଷରୁ ୧୯୮୦ ମସିହାରୁ ଶାରଳା ପୁରସ୍କାର ପ୍ରଦାନ କରାଯାଉଛି।

ଗତବର୍ଷ ବିଶିଷ୍ଟ କବି ନିତ୍ୟାନନ୍ଦ ନାୟକଙ୍କୁ କବିତା ସଙ୍କଳନ ‘ସେତେବେଳକୁ ନଥିବ’ ପାଇଁ ଶାରଳା ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିପରି ସଂଗୀତ କ୍ଷେତ୍ରରେ ରଂଜିତ କୁମାର ନାଗ ଓ ଚିତ୍ରକଳା କ୍ଷେତ୍ରରେ ଶ୍ୟାମସୁନ୍ଦର ପଟ୍ଟନାୟକ ‘ଇଲା ପଣ୍ଡା ସଂଗୀତ ଓ ଚିତ୍ରକଳା ସମ୍ମାନ’ରେ ସମ୍ମାନିତ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story