ଭଞ୍ଜନଗର (ରାଜେଶ କୁମାର ପଣ୍ଡା): ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେଣୁ ସୋରଡ଼ା ବ୍ଲକର ଆଦିବାସୀ ଅଧ୍ୟୁଷିତ ଗୌଡ଼ଗୋଠ ପଞ୍ଚାୟତକୁ ସରପଞ୍ଚ ରାମ ଶବର ନିଜେ ୨୪ ଘଣ୍ଟା ଶଟ୍ଡାଉନ୍ ଘୋଷଣା କରିଛନ୍ତି। ଏହି ଶଟ୍ଡାଉନ୍ ଆଜି ସକାଳ ୭ଟାରୁ ଆସନ୍ତାକାଲି ସକାଳ ୭ ଟା ଯାଏ ବଳବତ୍ତର ରହିବ।
ଶଟ୍ଡାଉନ୍ ସମୟରେ କେବଳ ଜରୁରୀକାଳୀନ ସେବା ଡାକ୍ତରଖାନା, ମେଡିସିନ ଷ୍ଟୋର ଖୋଲା ରହିବ। ହେଲେ ଅନ୍ୟ ସବୁ ସେବା ବନ୍ଦ ରହିବ। ଲୋକମାନଙ୍କୁ ଘରୁ ନ ବାହାରିବା ପାଇଁ କୁହାଯାଇଛି। ଘରେ ରହିଲେ କୋରନା ନିୟନ୍ତ୍ରଣ କରିହେବ । ତେଣୁ ସରପଞ୍ଚ ଏହି ଶଟ୍ଟାଉନ୍ ଘୋଷଣା କରିଥିବା କହିଛନ୍ତି
ସୂଚନାଯୋଗ୍ୟ, ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୭କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ ଛୁଇଁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Health
ମାରି ଦଉଛି ମାରବର୍ଗ; କରି ଦେଉଛି ରକ୍ତରଞ୍ଜିତ ଆଖି
୧୭ ଦେଶରେ ଆଖି ପିଛୁଳାକେ ବ୍ୟାପିଲାଣି। ରୱାଣ୍ଡାରେ ପ୍ରାୟ ୧୫ରୁ ଅଧିକ ଲୋକଙ୍କ ଜୀବନ ଗଲାଣି।