ସରପଞ୍ଚ ପ୍ରାର୍ଥୀଙ୍କ ସ୍ୱାମୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଉଦଳା: ମୟୂରଭଞ୍ଜ ଜିଲ୍ଲା ଖଲାଡି ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ସୁମତି ବିଶ୍ୱାଳଙ୍କ ସ୍ୱାମୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣଙ୍କ ହେଲେ ଉତ୍ତମ ବିଶ୍ୱାଳ। ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ରାଜନୈତିକ ହିଂସା କାରଣରୁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାର ନିରପେକ୍ଷ ତଦନ୍ତ ଦାବିରେ ପାଟପୁର ଛକରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ଇତ୍ତମ […]

maurbhanja

maurbhanja

Rakesh Mallick
  • Published: Thursday, 09 February 2017
  • Updated: 09 February 2017, 06:53 PM IST

ଉଦଳା: ମୟୂରଭଞ୍ଜ ଜିଲ୍ଲା ଖଲାଡି ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ସୁମତି ବିଶ୍ୱାଳଙ୍କ ସ୍ୱାମୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣଙ୍କ ହେଲେ ଉତ୍ତମ ବିଶ୍ୱାଳ। ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ରାଜନୈତିକ ହିଂସା କାରଣରୁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାର ନିରପେକ୍ଷ ତଦନ୍ତ ଦାବିରେ ପାଟପୁର ଛକରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ମୃତ ଇତ୍ତମ ଖଡଗପୁର ରେଳ ବିଭାଗରେ ଇଲେକ୍ଟ୍ରିସିଆନ ଭାବେ କାମ କରୁଥିଲେ। ସେ ନିଜ ଘର ପାଟପୁରକୁ ଆସିଥିବା ବେଳେ ଏଭଳି ଘଟଣା ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story