ସୋର(ଶଶିକାନ୍ତ ବେହେରା): ଘର ଘର ତଥା ଗଳିକନ୍ଦି ବୁଲି ସାନିଟାଇଜ୍ କରୁଛନ୍ତି ସରପଞ୍ଚ । ବାଲେଶ୍ୱର ଖଇରା ବ୍ଲକ ନହଙ୍ଗ ପଞ୍ଚାୟତର ସରପଞ୍ଚ ରାଜଶ୍ରୀ ଦାସଙ୍କ ଏପରି କାର୍ଯ୍ୟକୁ ବିଭିନ୍ନ ମହଲରୁ ପ୍ରଶଂସା କରାଯାଉଛି।
ବାହାର ରାଜ୍ୟରୁ ବହୁ ସଂଖ୍ୟାରେ ପ୍ରବାସୀ ଓଡ଼ିଆ ଗ୍ରାମାଞ୍ଚଳକୁ ଆସି କ୍ୱାରେଣ୍ଟାଇନ୍ ସେଣ୍ଟରରେ ରହୁଛନ୍ତି। ତେଣୁ ନିଜ ପଞ୍ଚାୟତକୁ କରୋନା ଭାଇରସ୍ରୁ ରକ୍ଷା କରିବା ପାଇଁ ସରପଞ୍ଚ ରାଜଶ୍ରୀ ଗାଁ ଗାଁ ବୁଲି ସାନିଟାଇଜ୍ କରୁଛନ୍ତି । ଏଥିରେ ତାଙ୍କୁ ଅଙ୍ଗନବାଡି କର୍ମୀମାନେ ସହଯୋଗ କରୁଛନ୍ତି ।
ପଞ୍ଚାୟତବାସୀ ମୋ ପରିବାର। ସେମାନଙ୍କ ସୁସ୍ଥ କାମନା କରି ପଞ୍ଚାୟତର ପ୍ରତି ଗଳିକନ୍ଦି ବୁଲି ବୁଲି ସାନିଟାଇଜ କରୁଥିବା କହିଛନ୍ତି ରାଜଶ୍ରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ମହାପ୍ରଭୁଙ୍କୁ ତାଚ୍ଛଲ୍ୟ...; ଯାତ୍ରା ଷ୍ଟେଜକୁ ଚେୟାର ଫିଙ୍ଗିଲେ ଦର୍ଶକ
ଖଳ ଚରିତ୍ରରେ ଥିବା ନବ ଘୋଷ କୋଟି ଓଡ଼ିଆଙ୍କ ଆରାଧ୍ୟ ମହାପ୍ରଭୁ ଜଗନ୍ନାଥଙ୍କୁ କଡା ଭାଷାରେ ଆକ୍ଷେପ କଲା ପରି ସଂଳାପ କହିଥିଲେ। ନବ ଘୋଷଙ୍କ ସେହି ସଂଳାପ ଶୁଣିବା ପରେ ତାତି ଯାଇଥିଲେ ଷ୍ଟେଜ୍ ସମ୍ମୁଖରେ ବସିଥିବା ଦର୍ଶକ।
Politics
ଭବଙ୍କ ପାଇଁ ଅଡୁଆ ବଢିଲା; ଯୋଡି ହେଲା ଆଉ ୩ ମାମଲା
ଆଜି ସକାଳେ କ୍ରାଇମବ୍ରାଞ୍ଚର ୬ ଜଣିଆ ଟିମ୍ ଯାଜପୁର ଜିଲ୍ଲା ଧର୍ମଶାଳା ବୁଢ଼ାପୋଲରେ ପହଞ୍ଚିଥିଲା। ଯେଉଁଠି ୨୦ ତାରିଖ ସଂଧ୍ୟାରେ ବିଧାୟକ ହିମାଂଶୁଙ୍କ ଉପରେ ଠେଙ୍ଗାବାଡ଼ି ଧରି ସଂଘବଦ୍ଧ ଆକ୍ରମଣ କରାଯାଇଥିଲା।
Crime
ଲୁଟ୍ରେ ଯାଇଥିଲା ମହିଳାଙ୍କ ଜୀବନ; ୧୨ ଦିନ ପରେ ଝାରଖଣ୍ଡରୁ ଧରାପଡ଼ିଲା ଲୁଟେରା
ଏୟାଫିଲ୍ଡ ଥାନା ଲବଣଗିରି ଛକରେ ରାସ୍ତା ଶୂନ୍ଶାନ ଦେଖି ୟୁ.ବିଷ୍ଣୁ ପାତ୍ରଙ୍କ ବେକରେ ପଡ଼ିଥିବା ସୁନା ଚେନ୍ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ ରାଜା। ହେଲେ ୟୁ.ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ।
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।