ସରପଞ୍ଚଙ୍କ ସ୍ୱାମୀଙ୍କୁ ଛୁରାମାଡ଼

<p>ଯାଜପୁର(ଓଡିଶା ରିପୋର୍ଟର): ଯାଜପୁର ଜିଲ୍ଲା କୋରେଇ ବ୍ଲକ କନ୍ତର ପଞ୍ଚାୟତର ସରପଞ୍ଚଙ୍କ ସ୍ୱାମୀଙ୍କୁ ଛୁରାମାଡ଼ କରାଯାଇଛି। ରାଜନୈତିକ ଶତ୍ରୁତା କାରଣରୁ ତାଙ୍କୁ ଛୁରାମାଡ଼ କରାଯାଇଥିବା ଅଭିଯୋଗ ହୋଇଛି। ଛୁରାମାଡ଼ରେ ସରପଞ୍ଚ ସ୍ୱାମୀ ରମେଶ ଭୂୟାଁ ଗୁରୁତର &zwnj;ଆହତ ହୋଇଛନ୍ତି। ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।</p> <p>କନ୍ତର ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ଭାଇ ଏହି ଛୁରାମାଡ଼ କରିଥିବା ଅଭିଯୋଗ ହୋଇଛି।</p>

Ordigital Desk
  • Published: Monday, 13 November 2017
  • Updated: 13 November 2017, 12:32 PM IST

Sports

Latest News

<p>ଯାଜପୁର(ଓଡିଶା ରିପୋର୍ଟର): ଯାଜପୁର ଜିଲ୍ଲା କୋରେଇ ବ୍ଲକ କନ୍ତର ପଞ୍ଚାୟତର ସରପଞ୍ଚଙ୍କ ସ୍ୱାମୀଙ୍କୁ ଛୁରାମାଡ଼ କରାଯାଇଛି। ରାଜନୈତିକ ଶତ୍ରୁତା କାରଣରୁ ତାଙ୍କୁ ଛୁରାମାଡ଼ କରାଯାଇଥିବା ଅଭିଯୋଗ ହୋଇଛି। ଛୁରାମାଡ଼ରେ ସରପଞ୍ଚ ସ୍ୱାମୀ ରମେଶ ଭୂୟାଁ ଗୁରୁତର &zwnj;ଆହତ ହୋଇଛନ୍ତି। ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।</p><p>କନ୍ତର ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ଭାଇ ଏହି ଛୁରାମାଡ଼ କରିଥିବା ଅଭିଯୋଗ ହୋଇଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos