ଆଜି ଶ୍ରୀପଞ୍ଚମୀ; ବିଦ୍ୟାଦାତ୍ରୀଙ୍କ ଆରାଧନା ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀପଞ୍ଚମୀ। ବିଦ୍ୟାଦାତ୍ରୀ ମା’ ସରସ୍ୱତୀଙ୍କ ପୂଜା। ବାଗ୍‌ଦେବୀଙ୍କ ପୂଜାର୍ଚ୍ଚନା ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ।  ବିଶେଷ କରି ସ୍କୁଲ କଲେଜରେ ଛାତ୍ରଛାତ୍ରୀମାନେ ଦେବୀ ସରସ୍ୱତୀଙ୍କୁ ଆବାହନ କରି ପୂଜା କରିବା ସହିତ ଆଶିଷ ମାଗିଛନ୍ତି। ସେହିପରି ଶ୍ରୀପଞ୍ଚମୀରେ ଶିଶୁମାନଙ୍କର ଖଡ଼ି ଛୁଆଁ ଯାଇଥାଏ। ଅନ୍ୟପକ୍ଷରେ ବସନ୍ତ ପଞ୍ଚମୀ ଅବସରରେ ଶ୍ରୀକ୍ଷେତ୍ରରେ ରଥକାଠ ଅନୁକୂଳ ନୀତି ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ, ତିନି ରଥ ପାଇଁ ତିନୋଟି କାଠ ରଥଖଳାରେ ପୂଜା ହେବାର ପରମ୍ପରା […]

puja

puja

Jyoshna Pradhan
  • Published: Thursday, 30 January 2020
  • Updated: 30 January 2020, 08:45 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀପଞ୍ଚମୀ। ବିଦ୍ୟାଦାତ୍ରୀ ମା’ ସରସ୍ୱତୀଙ୍କ ପୂଜା। ବାଗ୍‌ଦେବୀଙ୍କ ପୂଜାର୍ଚ୍ଚନା ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ।  ବିଶେଷ କରି ସ୍କୁଲ କଲେଜରେ ଛାତ୍ରଛାତ୍ରୀମାନେ ଦେବୀ ସରସ୍ୱତୀଙ୍କୁ ଆବାହନ କରି ପୂଜା କରିବା ସହିତ ଆଶିଷ ମାଗିଛନ୍ତି। ସେହିପରି ଶ୍ରୀପଞ୍ଚମୀରେ ଶିଶୁମାନଙ୍କର ଖଡ଼ି ଛୁଆଁ ଯାଇଥାଏ।

ଅନ୍ୟପକ୍ଷରେ ବସନ୍ତ ପଞ୍ଚମୀ ଅବସରରେ ଶ୍ରୀକ୍ଷେତ୍ରରେ ରଥକାଠ ଅନୁକୂଳ ନୀତି ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ, ତିନି ରଥ ପାଇଁ ତିନୋଟି କାଠ ରଥଖଳାରେ ପୂଜା ହେବାର ପରମ୍ପରା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story