ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀପଞ୍ଚମୀ। ବିଦ୍ୟାଦାତ୍ରୀ ମା’ ସରସ୍ୱତୀଙ୍କ ପୂଜା। ବାଗ୍ଦେବୀଙ୍କ ପୂଜାର୍ଚ୍ଚନା ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ। ବିଶେଷ କରି ସ୍କୁଲ କଲେଜରେ ଛାତ୍ରଛାତ୍ରୀମାନେ ଦେବୀ ସରସ୍ୱତୀଙ୍କୁ ଆବାହନ କରି ପୂଜା କରିବା ସହିତ ଆଶିଷ ମାଗିଛନ୍ତି। ସେହିପରି ଶ୍ରୀପଞ୍ଚମୀରେ ଶିଶୁମାନଙ୍କର ଖଡ଼ି ଛୁଆଁ ଯାଇଥାଏ।
ଅନ୍ୟପକ୍ଷରେ ବସନ୍ତ ପଞ୍ଚମୀ ଅବସରରେ ଶ୍ରୀକ୍ଷେତ୍ରରେ ରଥକାଠ ଅନୁକୂଳ ନୀତି ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ, ତିନି ରଥ ପାଇଁ ତିନୋଟି କାଠ ରଥଖଳାରେ ପୂଜା ହେବାର ପରମ୍ପରା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହାଟରୁ ମିଳିଥିଲା ଅଧା ପୋଡ଼ା ମୃତଦେହ; ଟଙ୍କା ନ ଦେବାରୁ ଜାଳିଦେଇଥିଲେ ଦୁଇ ଦୋକାନୀ
ଗତ ୧୬ତାରିଖରେ କନ୍ଦା ମହାନ୍ତ କେନ୍ଦୁଜୁଆଣି ହାଟକୁ ଆସିଥିଲେ। ସେଠାରେ ସେ ଉଭୟ ଦୋକାନୀଙ୍କ ନିକଟରୁ ପତ୍ରପୋଡା ମାଂସ ସହିତ ଚଣା ଆଣି ଖାଇଥିଲେ। ମାତ୍ର ସେମାନଙ୍କୁ ସେ ଟଙ୍କା ଦେଇ ନ ଥିଲେ।
Politics
ପିଏସୟୁକୁ କେମିତି ମିଳୁଛି କାମ?
ଭୁବନେଶ୍ୱରରେ ଏକ ତାରକା ହୋଟେଲ ସାମନାରେ ଲାଞ୍ଚ ପାଇଁ ନିଆଯାଉଥିବା ୧୦ ଲକ୍ଷ ଟଙ୍କା ଧରା ପଡ଼ିବା ପରେ ଏବେ ସିବିଆଇ ରାଡରରେ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀ।
Crime
ପୁଲିସ ବାବୁଙ୍କ ଦବଙ୍ଗଗିରି; ଅଭିଯୁକ୍ତକୁ ନିର୍ଧୂମ ପିଟିଲେ, ପିଠି ଉପରେ ଚଢ଼ିଗଲେ
ଘଟଣା ଘଟିଛି କଟକ ଜିଲ୍ଲା ବାଙ୍କୀ ଅଞ୍ଚଳରେ।
Crime
ଆକ୍ସନ ମୁଡରେ ଇଡି; ଦ୍ୱିତୀୟ ଦିନରେ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ରେଡ୍
ଗତକାଲି ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଦିଲ୍ଲୀରେ ମଧ୍ୟ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ତାତିଲେ ଗ୍ରାମବାସୀ, ଦୁର୍ଦ୍ଦାନ୍ତ ନକ୍ସଲ ହିଡମା ଘରକୁ ମାଟିରେ ମିଶାଇଦେଲେ
ହିଡମା ନିଜ ଗାଁ ଲୋକଙ୍କୁ ସବୁବେଳେ ଡରାଇ ଧମକାଇ ରଖିଥିବା ବେଳେ ବହୁ ଲୋକ ଗାଁ ଛାଡ଼ି ଚାଲି ଯାଇଥିଲେ। ମାତ୍ର ଏବେ ସେନା ସହଯୋଗରେ ହିଡମା ଘରକୁ ମାଟିରେ ମିଶାଇ ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ।