ପୂର୍ବତନ ବାଚସ୍ପତି ଶରତ କରଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବିଶିଷ୍ଟ ରାଜନୀତିଜ୍ଞ, ସାହିତ୍ୟିକ ଓ ସ୍ତମ୍ଭକାର ଶରତ କୁମାର କରଙ୍କ ଆଜି ୮୧ ବର୍ଷ ବୟସରେ ପରଲୋକ ହୋଇଛି। ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଶ୍ରୀ କର ଗତ କିଛି ଦିନ ଧରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଜି ଅପରାହ୍ନ ପ୍ରାୟ ୩ଟା ୨୦ ମିନିଟ୍‌ରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଚ୍ଛାୟା ଖେଳି ଯାଇଛି। ଶ୍ରୀ […]

cd

cd

Hemant Lenka
  • Published: Monday, 12 October 2020
  • Updated: 12 October 2020, 03:57 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବିଶିଷ୍ଟ ରାଜନୀତିଜ୍ଞ, ସାହିତ୍ୟିକ ଓ ସ୍ତମ୍ଭକାର ଶରତ କୁମାର କରଙ୍କ ଆଜି ୮୧ ବର୍ଷ ବୟସରେ ପରଲୋକ ହୋଇଛି। ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଶ୍ରୀ କର ଗତ କିଛି ଦିନ ଧରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଜି ଅପରାହ୍ନ ପ୍ରାୟ ୩ଟା ୨୦ ମିନିଟ୍‌ରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଚ୍ଛାୟା ଖେଳି ଯାଇଛି।

ଶ୍ରୀ କର ୧୯୩୯ ମସିହା ସେପ୍ଟେମ୍ବର ୫ ତାରିଖରେ କଟକ ଜିଲ୍ଲାର ଚାଇଁପାଳର ଅଡମ ମହେଶପୂର ଗାଁରେ ଜନ୍ମ ଗ୍ରହଣ କରିଥିଲେ। ୧୯୬୪ ମସିହାରେ ସେ ଆହ୍ଲାବାଦ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ସମାପ୍ତ କରି ରାଜନୀତିରେ ପାଦ ଥାପିଥିଲେ। ବିଜୁ ପଟ୍ଟନାୟକଙ୍କ ସହଯୋଗୀ ଭାବେ ଶେଷ ଯାଏ କାମ କରିଥିଲେ।

ସେ ଓଡ଼ିଶା ବିଧାନସଭାକୁ ୩ ଥର ନିର୍ବାଚିତ ହୋଇଥିବା ବେଳେ ୧୯୭୧ ମସିହାରେ ବିଶ୍ୱନାଥ ଦାସଙ୍କ ମନ୍ତ୍ରିମଣ୍ଡଳରେ ଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ଥିଲେ। ୧୯୭୭ ମସିହାରେ ଜନତା ପାର୍ଟି ଟିକେଟରେ କଟକ ଲୋକସଭା ଆସନରୁ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ପରାଜିତ କରି ସଂସଦକୁ ନିର୍ବାଚିତ ହୋଇଥିଲେ। ସେ ୨୦୦୦ରୁ ୨୦୦୪ ଯାଏ ଓଡ଼ିଶା ବିଧାନସଭାର ବାଚସ୍ପତି ଥିଲେ। ସେ ତାଙ୍କ ଜୀବନ ଦଶାରେ ଅନେକ ପୁସ୍ତକ ରଚନା କରିଛନ୍ତି। ଏହା ମଧ୍ୟରୁ ଦ୍ରୁତ ବିଳମ୍ବିତ, ମନ୍ଥନ, ରୋମାନ୍ଥନ, ଅନ୍ୟନ୍ୟ ଆଦି ବେଶ ପାଠକୀୟ ଆଦୃତ ଲାଭ କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story