ଖୋର୍ଦ୍ଧା: ସାରଥି ପ୍ରବଚନ କାର୍ଯ୍ୟକ୍ରମକୁ ନେଇ ଗୋଷ୍ଠୀ ସଂଘର୍ଷ

ଖୋର୍ଦ୍ଧା: ସାରଥି ପ୍ରବଚନ କାର୍ଯ୍ୟକ୍ରମକୁ ନେଇ ଆଜି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଜରିପଡ଼ାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଦୁଇ ଗୋଷ୍ଠୀ ପରସ୍ପରକୁ ଟେକା ପଥର ମାଡ଼ କରିଛନ୍ତି। ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସ୍ଥିତିକୁ ଆୟତ୍ତ କରିଛି। ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସୂଚନାଯୋଗ୍ୟ, ଜରିପଡ଼ା ଗାଁରେ କିଛି ଲୋକେ ସାରଥିଙ୍କ ପ୍ରବଚନ କାର୍ଯ୍ୟକ୍ରମର ଆୟୋଜନ କରିଥିଲେ। ଗାଁର କିଛି ଲୋକ ଏହାକୁ ବିରୋଧ […]

khordha

khordha

Rakesh Mallick
  • Published: Sunday, 14 August 2016
  • Updated: 15 August 2016, 07:11 AM IST

Sports

Latest News

ଖୋର୍ଦ୍ଧା: ସାରଥି ପ୍ରବଚନ କାର୍ଯ୍ୟକ୍ରମକୁ ନେଇ ଆଜି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଜରିପଡ଼ାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଦୁଇ ଗୋଷ୍ଠୀ ପରସ୍ପରକୁ ଟେକା ପଥର ମାଡ଼ କରିଛନ୍ତି। ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସ୍ଥିତିକୁ ଆୟତ୍ତ କରିଛି। ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ସୂଚନାଯୋଗ୍ୟ, ଜରିପଡ଼ା ଗାଁରେ କିଛି ଲୋକେ ସାରଥିଙ୍କ ପ୍ରବଚନ କାର୍ଯ୍ୟକ୍ରମର ଆୟୋଜନ କରିଥିଲେ। ଗାଁର କିଛି ଲୋକ ଏହାକୁ ବିରୋଧ କରିଥିଲେ। ଗୋଟିଏ ଗୋଷ୍ଠୀ ପ୍ରବଚନ ସ୍ଥଳରେ ଲାଗିଥିବା ପୋଷ୍ଟର ଓ ବ୍ୟାନରକୁ ଚିରି ପକାଇଥିଲେ। ଏହାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story