gajapati
Advertisment
ପାରଳାଖେମୁଣ୍ଡି : ସ୍ୱତନ୍ତ୍ର ପ୍ରଦେଶ ଗଠନର ପ୍ରମୁଖ କର୍ଣ୍ଣଧାର ପାରଳା ମହାରାଜା ସ୍ୱର୍ଗତ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୪୧ ତମ ଶ୍ରାଦ୍ଧଦିବସ ଜନ୍ମମାଟି ପାରଳାଖେମୁଣ୍ଡି ଠାରେ ସୋମବାର ପାଳିତ ହୋଇଯାଇଛି । ଏହି ଅବସରରେ ପୂର୍ବତନ ସାଂସଦ ଶ୍ରୀ ଗୋପୀନାଥ ଗଜପତି ନାରାୟଣ ସ୍ୱର୍ଗତ କୃଷ୍ଣଚନ୍ଦ୍ର ଗଜପତିଙ୍କ ବଜାର ଛକ ଠାରେ ଥିବା ସାମାଧିରେ ପୁଷ୍ପମାଲ୍ୟପଣ ଅର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି ଅବସରରେ ସହରର ବୁଦ୍ଧିଜୀବୀ ମାନେ ଉପସ୍ଥିତ ଥିଲେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2015/05/vlcsnap-2015-05-25-12h32m02s051.png)