ବଦଳିଲେ ଜଗତସିଂହପୁର ଜିଲ୍ଲାପାଳ, ଆପତ୍ତି ଉଠାଇଥିଲା କଂଗ୍ରେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ବଦଳି ହୋଇଛି। ସରୋଜ କୁମାର ମିଶ୍ର ହେଲେ ଜଗତସିଂହପୁରର ନୂଆ ଜିଲ୍ଲାପାଳ। ସଂଗ୍ରାମଙ୍କୁ ଜିଏ ଆଣ୍ଡ ପିଜି ଡିପାର୍ଟମେଣ୍ଟର ଓଏସଡି ଭାବେ ନିଯୁକ୍ତି ଦିଆଯାଇଛି। ସଂଗ୍ରାମଙ୍କ ଘର ତିର୍ତ୍ତୋଲ ନିର୍ବାଚନମଣ୍ଡଳୀ ହୋଇଥିବାରୁ ଆପତ୍ତି ଉଠାଇଥିଲା କଂଗ୍ରେସ। ତିର୍ତ୍ତୋଲରେ ଉପନିର୍ବାଚନ ଦୃଷ୍ଟିରୁ ନିର୍ବାଚନ କମିଶନଙ୍କ ପାଖେ ଫେରାଦ ହୋଇଥିଲା କଂଗ୍ରେସ। ତିର୍ତ୍ତୋଲ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଥିବା ବେଳେ ସେଠାରେ ଅବାଧ ଓ ନିରପେକ୍ଷ […]

nbio

nbio

Manoranjan Sial
  • Published: Sunday, 04 October 2020
  • Updated: 04 October 2020, 08:44 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ବଦଳି ହୋଇଛି। ସରୋଜ କୁମାର ମିଶ୍ର ହେଲେ ଜଗତସିଂହପୁରର ନୂଆ ଜିଲ୍ଲାପାଳ। ସଂଗ୍ରାମଙ୍କୁ ଜିଏ ଆଣ୍ଡ ପିଜି ଡିପାର୍ଟମେଣ୍ଟର ଓଏସଡି ଭାବେ ନିଯୁକ୍ତି ଦିଆଯାଇଛି। ସଂଗ୍ରାମଙ୍କ ଘର ତିର୍ତ୍ତୋଲ ନିର୍ବାଚନମଣ୍ଡଳୀ ହୋଇଥିବାରୁ ଆପତ୍ତି ଉଠାଇଥିଲା କଂଗ୍ରେସ। ତିର୍ତ୍ତୋଲରେ ଉପନିର୍ବାଚନ ଦୃଷ୍ଟିରୁ ନିର୍ବାଚନ କମିଶନଙ୍କ ପାଖେ ଫେରାଦ ହୋଇଥିଲା କଂଗ୍ରେସ।

ତିର୍ତ୍ତୋଲ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଥିବା ବେଳେ ସେଠାରେ ଅବାଧ ଓ ନିରପେକ୍ଷ ନିର୍ବାଚନକୁ ନେଇ ରାଜ୍ୟ କଂଗ୍ରେସ ଆଶଙ୍କା ବ୍ୟକ୍ତ କରିଥିଲା। ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଘର ତିର୍ତ୍ତୋଲ ବିଧାନସଭା ନିର୍ବାଚନମଣ୍ଡଳୀରେ ହୋଇଥିବାରୁ ତାଙ୍କୁ ତୁରନ୍ତ ହଟାଇବାକୁ ଦାବି କରିଥିଲା। ତେବେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କଂଗ୍ରେସର ଏହି ଦାବିକୁ ଗ୍ରହଣ କରି ଜିଲ୍ଲାପାଳଙ୍କୁ ତୁରନ୍ତ ସେଠାରୁ ବଦଳି କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହା ପରେ ଆଜି ତାଙ୍କୁ ବଦଳି କରାଯାଇଥିବା ଆଲୋଚନା ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story