କାଲି ଭୋଟ, ଆଜି ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ହେଲେ ସରପଞ୍ଚ ପ୍ରାର୍ଥୀ

ନୂଆପଡ଼ା(ମାୟାଧର ସରାଫ): ଭୋଟର ଦିନକ ପୂର୍ବରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଉଦ୍ଧାର ହେଲେ ସରପଞ୍ଚ ପ୍ରାର୍ଥୀ। ପ୍ରାର୍ଥୀ ଜଣକ ହେଲେ ନୂଆପଡ଼ା  ଜିଲ୍ଲା ଖଡ଼ିଆଳ ସୁନାରିଶିକୁଆରର ଚୁଳମଣି ବୈଠାରୁ। ତାଙ୍କୁ ଆଜି ସକାଳେ ଘରଠାରୁ  ପ୍ରାୟ ୧କିମି ଦୂର ରାସ୍ତାକଡ଼ରୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଛି।  ଗୁରୁତର ଅବସ୍ଥାରେ ଚୁଳମଣିଙ୍କୁ ବଲାଙ୍ଗିର ସ୍ଥାନାନ୍ତର କରାଯାଇଛି। ଚୁଳମଣି ସୁନାରିଶିକୁଆର ପଞ୍ଚାୟତରେ  ସରପଞ୍ଚ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ୁଛନ୍ତି। ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତି ୯ଟା ସମୟରେ ଚୁଳମଣି […]

Nuapada

Nuapada

Tapaswini Nayak
  • Published: Saturday, 19 February 2022
  • Updated: 19 February 2022, 01:09 PM IST

Sports

Latest News

ନୂଆପଡ଼ା(ମାୟାଧର ସରାଫ): ଭୋଟର ଦିନକ ପୂର୍ବରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଉଦ୍ଧାର ହେଲେ ସରପଞ୍ଚ ପ୍ରାର୍ଥୀ। ପ୍ରାର୍ଥୀ ଜଣକ ହେଲେ ନୂଆପଡ଼ା  ଜିଲ୍ଲା ଖଡ଼ିଆଳ ସୁନାରିଶିକୁଆରର ଚୁଳମଣି ବୈଠାରୁ। ତାଙ୍କୁ ଆଜି ସକାଳେ ଘରଠାରୁ  ପ୍ରାୟ ୧କିମି ଦୂର ରାସ୍ତାକଡ଼ରୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଛି।  ଗୁରୁତର ଅବସ୍ଥାରେ ଚୁଳମଣିଙ୍କୁ ବଲାଙ୍ଗିର ସ୍ଥାନାନ୍ତର କରାଯାଇଛି। ଚୁଳମଣି ସୁନାରିଶିକୁଆର ପଞ୍ଚାୟତରେ  ସରପଞ୍ଚ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ୁଛନ୍ତି।

ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତି ୯ଟା ସମୟରେ ଚୁଳମଣି ନିର୍ବାଚନ କାମରେ ବାହାରକୁ ଯାଇଥିଲେ। ରାତିରେ ସେ ଘରକୁ ଫେରି ନଥିଲେ। ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନଥିଲେ। ଆଜି ସକାଳେ ଘରଠାରୁ  ପ୍ରାୟ ୧ କିମି ଦୂର ରାସ୍ତାକଡ଼ରେ ଚୁଳମଣି ମୁମୂର୍ଷୁ ଅବସ୍ଥାରେ ପଡ଼ିଥିବା  ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ତାଙ୍କୁ ଖଡ଼ିଆଳ ଡାକ୍ତରଖାନାରେ ଭର୍ତ୍ତି  କରିଥିଲେ। ତାଙ୍କ ଅବସ୍ଥା ଗୁରୁତର ହେବାରୁ ବଲାଙ୍ଗିର ସ୍ଥାନାନ୍ତର କରାଯାଇଛି।

ଚୁଳମଣିଙ୍କ ବିପକ୍ଷରେ ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀ ଏପରି କରିଥିବା ପରିବାର ଲୋକେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story