ସ୍ୟାଟ୍ ଉଚ୍ଛେଦ ପ୍ରସଙ୍ଗ: ଆଜି କଟକ ଓ ଭୁବନେଶ୍ୱର ସ୍ୟାଟ୍ ବାର୍ ଆସୋସିଏସନର କାର୍ଯ୍ୟବନ୍ଦ ଆନ୍ଦୋଳନ

ଭୁବନେଶ୍ୱର: ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ୍ ତଥା ସ୍ୟାଟ୍ ଉଚ୍ଛେଦ ନିଷ୍ପତ୍ତି ବିରୋଧରେ ପୁଣି ତେଜିଲା କଟକ ବାର୍ ଆସୋସିଏସନର ଆନ୍ଦୋଳନ। ଆଜି ଦିନକ ପାଇଁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବାକୁ ନିଷ୍ପତି ନେଇଛି କଟକ ଓ ଭୁବନେଶ୍ୱର ସ୍ୟାଟ୍ ବାର୍। ତା’ସହ ପରବର୍ତ୍ତୀ କାର୍ଯ୍ୟପନ୍ଥା ନେଇ ଆଜି ଅପରାହ୍ନରେ ବସିବ ବୈଠକ। ପୂର୍ବରୁ ସ୍ୟାଟ୍ ଉଚ୍ଛେଦ ପ୍ରତିବାଦରେ ବାର୍ ପକ୍ଷରୁ ଆନ୍ଦୋଳନ କରାଯିବା ସହ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଏହି ନିଷ୍ପତ୍ତିର ପୁନର୍ବିଚାର ପାଇଁ ରାଜ୍ୟ […]

sat-kata

sat-kata

Rakesh Mallick
  • Published: Friday, 11 December 2015
  • Updated: 11 December 2015, 02:21 AM IST

Sports

Latest News

ଭୁବନେଶ୍ୱର: ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ୍ ତଥା ସ୍ୟାଟ୍ ଉଚ୍ଛେଦ ନିଷ୍ପତ୍ତି ବିରୋଧରେ ପୁଣି ତେଜିଲା କଟକ ବାର୍ ଆସୋସିଏସନର ଆନ୍ଦୋଳନ। ଆଜି ଦିନକ ପାଇଁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବାକୁ ନିଷ୍ପତି ନେଇଛି କଟକ ଓ ଭୁବନେଶ୍ୱର ସ୍ୟାଟ୍ ବାର୍। ତା'ସହ ପରବର୍ତ୍ତୀ କାର୍ଯ୍ୟପନ୍ଥା ନେଇ ଆଜି ଅପରାହ୍ନରେ ବସିବ ବୈଠକ। ପୂର୍ବରୁ ସ୍ୟାଟ୍ ଉଚ୍ଛେଦ ପ୍ରତିବାଦରେ ବାର୍ ପକ୍ଷରୁ ଆନ୍ଦୋଳନ କରାଯିବା ସହ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଏହି ନିଷ୍ପତ୍ତିର ପୁନର୍ବିଚାର ପାଇଁ ରାଜ୍ୟ ସରକାର ଆଶ୍ୱାସନା ମଧ୍ୟ ଦେଇଥିଲେ। ଏହାସତ୍ତ୍ୱେ ଅଦ୍ୟାବଧି କୌଣସି ଠୋସ୍ ପଦକ୍ଷେପ ନିଆଯାଇ ନ ଥିବାରୁ କଟକ ସ୍ୟାଟ୍ ବାର୍ ଆଜି ଧର୍ମଘଟ କରିବ ଆସୋସିଏସନର ସଭାପତି ଉଲ୍ଲାସ ଚନ୍ଦ୍ର ମହାନ୍ତି କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story