ସ୍ୟାଟ୍ ଉଚ୍ଛେଦ ନିଷ୍ପତ୍ତିକୁ ବିରୋଧ : ଆଜି ଓକିଲଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

କଟକ ( ଓଡ଼ିଶା ରିପୋର୍ଟର ) ସରକାରଙ୍କ ସ୍ୟାଟ୍ ଉଚ୍ଛେଦ ନିଷ୍ପତ୍ତିକୁ ବିରୋଧ କରି ଆଜି ଦିନିକିଆ କାର୍ଯ୍ୟବନ୍ଦ ଡାକରା ଦେଇଛି ସ୍ୟାଟ ବାର୍ ଆସୋସିଏସନ।  ସମସ୍ତ ନିମ୍ନ ଅଦାଲତର ଓକିଲମାନେ ଏହି ଦିନିକିଆ କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହେବେ । ସ୍ୟାଟରେ ୭୪ ହଜାରରୁ ଅଧିକ ମାମଲା ଏବେ ବିଚାରାଧୀନ ରହିଥିବା ବେଳେ ସରକାର ଏହାକୁ ଉଚ୍ଛେଦ ପାଇଁ ନେଇଥିବା ନିଷ୍ପତ୍ତିକୁ ବିରୋଧ କରାଯାଇଛି । ଭୁବନେଶ୍ୱର ଓକିଲ ସଂଘ ମଧ୍ୟ ସରକାରଙ୍କ ଏଡି ନିଷ୍ପତ୍ତିକୁ […]

saat-1..1

saat-1..1

Niharika Rout
  • Published: Friday, 09 August 2019
  • Updated: 09 August 2019, 09:14 AM IST

କଟକ ( ଓଡ଼ିଶା ରିପୋର୍ଟର ) ସରକାରଙ୍କ ସ୍ୟାଟ୍ ଉଚ୍ଛେଦ ନିଷ୍ପତ୍ତିକୁ ବିରୋଧ କରି ଆଜି ଦିନିକିଆ କାର୍ଯ୍ୟବନ୍ଦ ଡାକରା ଦେଇଛି ସ୍ୟାଟ ବାର୍ ଆସୋସିଏସନ।  ସମସ୍ତ ନିମ୍ନ ଅଦାଲତର ଓକିଲମାନେ ଏହି ଦିନିକିଆ କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହେବେ ।

ସ୍ୟାଟରେ ୭୪ ହଜାରରୁ ଅଧିକ ମାମଲା ଏବେ ବିଚାରାଧୀନ ରହିଥିବା ବେଳେ ସରକାର ଏହାକୁ ଉଚ୍ଛେଦ ପାଇଁ ନେଇଥିବା ନିଷ୍ପତ୍ତିକୁ ବିରୋଧ କରାଯାଇଛି । ଭୁବନେଶ୍ୱର ଓକିଲ ସଂଘ ମଧ୍ୟ ସରକାରଙ୍କ ଏଡି ନିଷ୍ପତ୍ତିକୁ ପ୍ରତିବାଦ ଜଣାଇ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବ । କଳା ବ୍ୟାଜ ପିନ୍ଧି ସ୍ୟାଟ୍ ଉଚ୍ଛେଦ ନିଷ୍ପତ୍ତିକୁ ବିରୋଧ କରିବା ସହ ଜିଲ୍ଲା ଜଜ୍ ଅଦାଲତ ଆଗରେ ଆଇନଜୀବୀମାନେ ଧାରଣା ଦେବେ ବୋଲି ଭୁବନେଶ୍ୱର ଓକିଲ ସଂଘ ପକ୍ଷରୁ କୁହାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story