ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଅଗଷ୍ଟ ମାସରେ ସବୁ ଶନିବାର ଓ ରବିବାର ଢେଙ୍କାନାଳ ଜିଲ୍ଲା ଶଟଡାଉନ ରହିବ। କରୋନା ସଂକ୍ରମଣକୁ ଦେଖି ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି। ଅନ୍ଲକ୍-୩ରେ କେନ୍ଦ୍ର ସରକାର ରାତ୍ରକାଳୀନ କର୍ଫ୍ୟୁରେ କୋହଳ କରିଛନ୍ତି। ମାତ୍ର ରାଜ୍ୟ ସରକାର ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇ ନାହାନ୍ତି। ଏହା ପୂର୍ବରୁ ଢେଙ୍କାନାଳ ଜିଲ୍ଲାପାଳ ଶନିବାର ଓ ରବିବାର ଶଟ୍ଡାଉନ୍ ରଖିବାକୁ ଘୋଷଣା କରିଛନ୍ତି।
ଢେଙ୍କାନାଳ ଜିଲ୍ଲାରେ ଆଜି ସୁଦ୍ଧା ୨୯୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୧୩୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଥିବା ବେଳେ ୧୫୮ ଜଣ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍ରେ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।
Crime
ହଷ୍ଟେଲରେ ଥିଲେ ଛାତ୍ରୀ, ମିଳିଲା ଝୁଲନ୍ତା ମୃତଦେହ
ଗତକାଲି ରାତିରେ କେହି ନ ଥିବା ବେଳେ ଉତ୍କଳିକା ନିଜ ରୁମ୍ରେ ଥିବା ଫ୍ୟାନ୍ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ।
Miscellaneous
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ଆଜି ‘ଆୟୁଷ୍ମାନ୍’ MOU
ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।
Crime
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ଦୁଇ ଦିନ ହେଲା ନିଖୋଜ ଥିଲେ
ଯୁବକଜଣକ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଛି।