ଅଗଷ୍ଟରେ ଶନିବାର ଓ ରବିବାର ଶଟ୍‌ଡାଉନ

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଅଗଷ୍ଟ ମାସରେ ସବୁ ଶନିବାର ଓ ରବିବାର ଢେଙ୍କାନାଳ ଜିଲ୍ଲା ଶଟଡାଉନ ରହିବ। କରୋନା ସଂକ୍ରମଣକୁ ଦେଖି ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି। ଅନ୍‌ଲକ୍‌-୩ରେ କେନ୍ଦ୍ର ସରକାର ରାତ୍ରକାଳୀନ କର୍ଫ୍ୟୁରେ କୋହଳ କରିଛନ୍ତି। ମାତ୍ର ରାଜ୍ୟ ସରକାର ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇ ନାହାନ୍ତି। ଏହା ପୂର୍ବରୁ ଢେଙ୍କାନାଳ ଜିଲ୍ଲାପାଳ ଶନିବାର ଓ ରବିବାର ଶଟ୍‌ଡାଉନ୍‌ ରଖିବାକୁ ଘୋଷଣା କରିଛନ୍ତି। ଢେଙ୍କାନାଳ ଜିଲ୍ଲାରେ ଆଜି ସୁଦ୍ଧା ୨୯୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ […]

lockdown-4.0

lockdown-4.0

Manoranjan Sial
  • Published: Friday, 31 July 2020
  • Updated: 31 July 2020, 04:13 PM IST

Sports

Latest News

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଅଗଷ୍ଟ ମାସରେ ସବୁ ଶନିବାର ଓ ରବିବାର ଢେଙ୍କାନାଳ ଜିଲ୍ଲା ଶଟଡାଉନ ରହିବ। କରୋନା ସଂକ୍ରମଣକୁ ଦେଖି ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି। ଅନ୍‌ଲକ୍‌-୩ରେ କେନ୍ଦ୍ର ସରକାର ରାତ୍ରକାଳୀନ କର୍ଫ୍ୟୁରେ କୋହଳ କରିଛନ୍ତି। ମାତ୍ର ରାଜ୍ୟ ସରକାର ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇ ନାହାନ୍ତି। ଏହା ପୂର୍ବରୁ ଢେଙ୍କାନାଳ ଜିଲ୍ଲାପାଳ ଶନିବାର ଓ ରବିବାର ଶଟ୍‌ଡାଉନ୍‌ ରଖିବାକୁ ଘୋଷଣା କରିଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ଆଜି ସୁଦ୍ଧା ୨୯୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୧୩୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଥିବା ବେଳେ ୧୫୮ ଜଣ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos