ଏସ୍‌ବିଆଇରେ ଆକାଉଣ୍ଟ ପ୍ରସଙ୍ଗ: ବିଜେଡି ଓ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର: ଏସ୍‌ବିଆଇରେ ବିଜେଡିର ଆକାଉଣ୍ଟ ପ୍ରସଙ୍ଗକୁ ନେଇ ରାଜରାସ୍ତାକୁ ବୁଧବାର ଓହ୍ଲାଇଛନ୍ତି ଉଭୟ ବିଜେଡି ଓ କଂଗ୍ରେସ। ବିରୋଧୀ ଦଳ ନେତା ନରସିଂହ ମିଶ୍ର ଦେଇଥିବା ମନ୍ତବ୍ୟରୁ ଓହରିଯିବାକୁ ଦାବି କରି ଯୁବ ବିଜେଡି ପକ୍ଷରୁ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିଜେଡି କର୍ମୀମାନେ ନରସିଂହଙ୍କ କୁଶପୁତ୍ତଳିକା ମଧ୍ୟ ଦାହ କରିଥିଲେ। ନରସିଂହ ରାଜ୍ୟବାସୀଙ୍କୁ କ୍ଷମା ମାଗିବା ସହ ବିରୋଧୀ ଦଳ ନେତା ପଦରୁ ଇସ୍ତଫା ଦେବା ପାଇଁ ଯୁବ ବିଜେଡି ଦାବି କରିଛି। ଏଥିରେ […]

bjd

bjd

Rakesh Mallick
  • Published: Wednesday, 04 May 2016
  • Updated: 04 May 2016, 05:24 PM IST

congressଭୁବନେଶ୍ୱର: ଏସ୍‌ବିଆଇରେ ବିଜେଡିର ଆକାଉଣ୍ଟ ପ୍ରସଙ୍ଗକୁ ନେଇ ରାଜରାସ୍ତାକୁ ବୁଧବାର ଓହ୍ଲାଇଛନ୍ତି ଉଭୟ ବିଜେଡି ଓ କଂଗ୍ରେସ। ବିରୋଧୀ ଦଳ ନେତା ନରସିଂହ ମିଶ୍ର ଦେଇଥିବା ମନ୍ତବ୍ୟରୁ ଓହରିଯିବାକୁ ଦାବି କରି ଯୁବ ବିଜେଡି ପକ୍ଷରୁ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିଜେଡି କର୍ମୀମାନେ ନରସିଂହଙ୍କ କୁଶପୁତ୍ତଳିକା ମଧ୍ୟ ଦାହ କରିଥିଲେ। ନରସିଂହ ରାଜ୍ୟବାସୀଙ୍କୁ କ୍ଷମା ମାଗିବା ସହ ବିରୋଧୀ ଦଳ ନେତା ପଦରୁ ଇସ୍ତଫା ଦେବା ପାଇଁ ଯୁବ ବିଜେଡି ଦାବି କରିଛି। ଏଥିରେ ଭୁବନେଶ୍ୱର ମେୟର ଅନନ୍ତ ନାରାୟଣ ଜେନା, ବିଧାୟକ ବିଜୟ ମହାନ୍ତି, ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ସାମିଲ ହୋଇଥିଲେ।

ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଛାତ୍ର କଂଗ୍ରେସ ମଧ୍ୟ ସମାନ ଢଙ୍ଗରେ ମାଷ୍ଟରକ୍ୟାଣ୍ଟିନ ଛକରେ ବିକ୍ଷୋଭ କରିଛି। ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଇତିଶ ପ୍ରଧାନଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କ କୁଶପତ୍ତଳିକା ଦାହ କରିବା ସହ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ପୂର୍ବରୁ କଂଗ୍ରେସ ଭବନରୁ ଏକ ଶୋଭାଯାତ୍ରା ବାହାରିଥିଲା।  ଶୋଭାଯାତ୍ରା ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ପହଞ୍ଚିବା ପରେ କର୍ମୀମାନେ କୁଶପୁତ୍ତଳିକା ଦାହ କରିବା ସହ ନାରାବାଜି କରିଥିଲେ। ବିଧାନସଭାରେ ନରସିଂହ ପଚାରିଥିବା ପ୍ରଶ୍ନର ଉତ୍ତର ମୁଖ୍ୟମନ୍ତ୍ରୀ ସିଧାସଳଖ ଦିଅନ୍ତୁ ବୋଲି ଛାତ୍ର କଂଗ୍ରେସ ଦାବି କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story