ଜମିରଙ୍କ ପାଇଁ ବିମାନବନ୍ଦରରେ ଗହଳି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଡକ୍ଟର ଏସ.ସି. ଜମିରଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଓଡ଼ିଶା ଛାଡ଼ିବା ପୂର୍ବରୁ ବିଦାୟୀ ପୂର୍ବତନ ରାଜ୍ୟପାଳଙ୍କୁ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପୂର୍ବତନ ଓଡ଼ିଶା ପୋଲିସ ପକ୍ଷରୁ ଗାର୍ଡ ଅଫ୍ ଅନର ଦିଆଯାଇଛି। ପୂର୍ବତନ ରାଜ୍ୟପାଳଙ୍କୁ ବିଦାୟ ଜଣାଇବାକୁ ବହୁ ରାଜନେତା, ଭୁବନେଶ୍ୱର ମେୟର, ପ୍ରଶାସନିକ ଅଧିକାରୀ ଓ ପୋଲିସ କମିଶନର ପ୍ରମୁଖ ବିମାନ ବନ୍ଦରରେ ପହଞ୍ଚିଥିଲେ।

ଗତ ୨୦ ତାରିଖରେ ଶେଷ ହୋଇଥିଲା ପୂର୍ବତନ ରାଜ୍ୟପାଳ ଏସ୍.ସି ଜମିରଙ୍କ କାର୍ଯ୍ୟକାଳ। ଗତକାଲି ରାଜଭବନକୁ ଯାଇ ଜମିରଙ୍କୁ ସାକ୍ଷାତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Ordigital Desk
• Published: Saturday, 24 March 2018
• Updated: 24 March 2018, 10:23 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଡକ୍ଟର ଏସ.ସି. ଜମିରଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଓଡ଼ିଶା ଛାଡ଼ିବା ପୂର୍ବରୁ ବିଦାୟୀ ପୂର୍ବତନ ରାଜ୍ୟପାଳଙ୍କୁ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପୂର୍ବତନ ଓଡ଼ିଶା ପୋଲିସ ପକ୍ଷରୁ ଗାର୍ଡ ଅଫ୍ ଅନର ଦିଆଯାଇଛି। ପୂର୍ବତନ ରାଜ୍ୟପାଳଙ୍କୁ ବିଦାୟ ଜଣାଇବାକୁ ବହୁ ରାଜନେତା, ଭୁବନେଶ୍ୱର ମେୟର, ପ୍ରଶାସନିକ ଅଧିକାରୀ ଓ ପୋଲିସ କମିଶନର ପ୍ରମୁଖ ବିମାନ ବନ୍ଦରରେ ପହଞ୍ଚିଥିଲେ।

ଗତ ୨୦ ତାରିଖରେ ଶେଷ ହୋଇଥିଲା ପୂର୍ବତନ ରାଜ୍ୟପାଳ ଏସ୍.ସି ଜମିରଙ୍କ କାର୍ଯ୍ୟକାଳ। ଗତକାଲି ରାଜଭବନକୁ ଯାଇ ଜମିରଙ୍କୁ ସାକ୍ଷାତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos