ଅନୁଭବଙ୍କ ଛାଡପତ୍ର ମାମଲା ଉପରେ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ

କଟକ(ଓଡ଼ିଶା ରିପୋର୍ଟର): ଦିଲ୍ଲୀ ପଟିଆଲା ହାଉସକୋର୍ଟରେ ସାଂସଦ ଅନୁଭବ ମହାନ୍ତି କରିଥିବା ଛାଡ଼ପତ୍ର ମାମଲାକୁ କଟକ ଟ୍ରାନ୍ସଫର କରିବା ନେଇ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ କରିଥିବା ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । କୋର୍ଟ ପଟିଆଲା ହାଉସକୋର୍ଟରେ ଥିବା ଛାଡ଼ପତ୍ର ମାମଲା ଉପରେ ସ୍ଥଗିତାଦେଶ ଦେଇଛନ୍ତି। ଏଥିସହ ଉଭୟ ପକ୍ଷଙ୍କ ମଧ୍ୟରେ କୋର୍ଟ ମଡିଏଟରଙ୍କ ଦ୍ୱାରା ଅପୋଷ ବୁଝାମଣା କରିବା ପାଇଁ ପରାମର୍ଶ ଦେଇଛନ୍ତି ସୁପ୍ରିମକୋର୍ଟ । ଏଥିପାଇଁ ଦୁଇ ପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି […]

anubhav

anubhav

Niharika Rout
  • Published: Friday, 16 October 2020
  • Updated: 16 October 2020, 12:03 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ଦିଲ୍ଲୀ ପଟିଆଲା ହାଉସକୋର୍ଟରେ ସାଂସଦ ଅନୁଭବ ମହାନ୍ତି କରିଥିବା ଛାଡ଼ପତ୍ର ମାମଲାକୁ କଟକ ଟ୍ରାନ୍ସଫର କରିବା ନେଇ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ କରିଥିବା ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । କୋର୍ଟ ପଟିଆଲା ହାଉସକୋର୍ଟରେ ଥିବା ଛାଡ଼ପତ୍ର ମାମଲା ଉପରେ ସ୍ଥଗିତାଦେଶ ଦେଇଛନ୍ତି।

ଏଥିସହ ଉଭୟ ପକ୍ଷଙ୍କ ମଧ୍ୟରେ କୋର୍ଟ ମଡିଏଟରଙ୍କ ଦ୍ୱାରା ଅପୋଷ ବୁଝାମଣା କରିବା ପାଇଁ ପରାମର୍ଶ ଦେଇଛନ୍ତି ସୁପ୍ରିମକୋର୍ଟ । ଏଥିପାଇଁ ଦୁଇ ପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି । ବୁଝାମଣା ପରେ ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାଯାଇଛି।  ସୁପ୍ରିମକୋର୍ଟର ବିଚାରପତି ହୃଷିକେଶ ରାୟଙ୍କ ଜଣିକିଆ ଖଣପୀଠରେ ମାମଲାର ଶୁଣାଣି ହୋଇଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story