ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠାରୁ କଟକ SCB ହାଉସ୍ ସର୍ଜନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ସ୍ୱାସ୍ଥ୍ୟ ସଚିବଙ୍କ ସହ ଆଲୋଚନା ପରେ SCB ହାଉସ୍ ସର୍ଜନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ସ୍ଥଗିତ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ସ୍ଥଗିତାଦେଶ ୨ ସପ୍ତାହ ପାଇଁ କରାଯାଇଥିବା ହାଉସ୍ ସର୍ଜନ ସଂଘ ତରଫରୁ ସୂଚନା ଦିଆଯାଇଛି।
ଏହା ପୂର୍ବରୁ ଆଜି SCB ହାଉସ୍ ସର୍ଜନ ଷ୍ଟାଇପେଣ୍ଡ୍ ବୃଦ୍ଧି ଦାବିରେ କାଲିଠାରୁ ଏହି ଆନ୍ଦୋଳନ କରିବାକୁ ଧମକ ଦେଇଥିଲେ। ଏ ନେଇ ଏସସିବି ଡାକ୍ତର ଦୀପକ କୁମାର ସାମଲ ଏକ ପ୍ରେସ କନଫରେନ୍ସ କରି ଏହାର ସୂଚନା ଦେଇଥିଲେ। ଆସନ୍ତାକାଲିଠାରୁ ଶ୍ରୀରାମ ଚନ୍ଦ୍ର ଭଞ୍ଜ ପ୍ରତିମୂର୍ତ୍ତି ଆଗରେ ସକାଳ ୯ଟାରୁ ଏହି ଆନ୍ଦୋଳନ ହୋଇଥାନ୍ତା। ଏହି ଆନ୍ଦୋଳନରେ ଏସସିବିର ୨୫୦ ଜଣ ଏବଂ ବୁର୍ଲା ଓ ବ୍ରହ୍ମପୁରର ୫୫୦ ଜଣ ଏହି ଆନ୍ଦୋଳନରେ ଯୋଗଦେବା ପାଇଁ ସ୍ଥିର ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।