ଏସ୍‌ସିବିରେ ପୁଣି ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ

କଟକ: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ(ଏସ୍‌ସିବି)ରେ ଆଜି ପୁଣି ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ନବ କିଶୋର ବେହେରା। ଖୁଣ୍ଟୁଣି ଅଞ୍ଚଳର ନବ କିଶୋର ଗତ ୧୧ ତାରିଖରେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଆଇସିୟୁର ୧୩ ନମ୍ବର ବେଡ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଆଜି ମଧ୍ୟାହ୍ନରେ ନବଙ୍କ ମୃତ୍ୟୁ ଘଟିଥିବା ଏସ୍‌ସିବି ଜରୁରୀକାନୀଳ ଅଧିକାରୀ ଡଃ ଭୁବନାନନ୍ଦ ମହାରଣା […]

scb

scb

Rakesh Mallick
  • Published: Tuesday, 16 August 2016
  • Updated: 16 August 2016, 08:24 PM IST

କଟକ: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ(ଏସ୍‌ସିବି)ରେ ଆଜି ପୁଣି ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ନବ କିଶୋର ବେହେରା।

ଖୁଣ୍ଟୁଣି ଅଞ୍ଚଳର ନବ କିଶୋର ଗତ ୧୧ ତାରିଖରେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଆଇସିୟୁର ୧୩ ନମ୍ବର ବେଡ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଆଜି ମଧ୍ୟାହ୍ନରେ ନବଙ୍କ ମୃତ୍ୟୁ ଘଟିଥିବା ଏସ୍‌ସିବି ଜରୁରୀକାନୀଳ ଅଧିକାରୀ ଡଃ ଭୁବନାନନ୍ଦ ମହାରଣା ପ୍ରକାଶ କରିଛନ୍ତି।

ପୂର୍ବରୁ ଡେଙ୍ଗୁରେ ଆକ୍ରାନ୍ତ ହୋଇ ବଡ଼ ମେଡିକାଲରେ ୭ ଜଣଙ୍କ ମୃତ୍ୟୁ ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story