୩୧ ଯାଏଁ ସ୍କୁଲ, କଲେଜ, ସିନେମା ହଲ୍ ବନ୍ଦ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଶ୍ୱବ୍ୟାପି ମହାମାରୀ ରୂପ ଧାରଣ କରିଥିବା ‘କରୋନା’ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ମାର୍ଚ୍ଚ ୩୧ ଯାଏଁ ସବୁ ସରକାରୀ, ବେସରକାରୀ ସ୍କୁଲ ଓ କଲେଜ ବନ୍ଦରହିବ। ସେହିପରି ସିନେମା ହଲ୍ ଓ ସୁଇମିଂ ପୁଲ୍ ବନ୍ଦ ରଖିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ବିପର୍ଯ୍ୟୟ ପ୍ରଶମନ ଆଇନ ୨୦୦୫ ଅନୁସାରେ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରାଯାଇଥିବା ଜଣାପଡିଛି। […]

nb0-1

nb0-1

Niharika Rout
  • Published: Friday, 13 March 2020
  • Updated: 13 March 2020, 05:46 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଶ୍ୱବ୍ୟାପି ମହାମାରୀ ରୂପ ଧାରଣ କରିଥିବା ‘କରୋନା’ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ମାର୍ଚ୍ଚ ୩୧ ଯାଏଁ ସବୁ ସରକାରୀ, ବେସରକାରୀ ସ୍କୁଲ ଓ କଲେଜ ବନ୍ଦରହିବ। ସେହିପରି ସିନେମା ହଲ୍ ଓ ସୁଇମିଂ ପୁଲ୍ ବନ୍ଦ ରଖିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ବିପର୍ଯ୍ୟୟ ପ୍ରଶମନ ଆଇନ ୨୦୦୫ ଅନୁସାରେ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରାଯାଇଥିବା ଜଣାପଡିଛି। ତେବେ ଶିକ୍ଷାନୁଷ୍ଠାନ ବନ୍ଦ ରହିଲେ ମଧ୍ୟ ଯଦି ପରୀକ୍ଷା ଚାଲିଥିବ, ତାହା ଚାଲୁ ରହିବ ବୋଲି କୁହାଯାଇଛି।

ସେହିପରି ସେମିନାର, ୱାର୍କସପ୍, ସମ୍ମିଳନୀ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। କରୋନା ଲାଗି ୨୦୦ କୋଟି ଟଙ୍କାର ସତନ୍ତ୍ର ପ୍ୟାକେଜ୍ ପ୍ରସ୍ତାବକୁ ମଞ୍ଜୁରି ମିଳିଛି। କରୋନାକୁ ଆଖି ଆଗରେ ରଖି ରାଜ୍ୟରେ ଯଥେଷ୍ଟ ମାତ୍ରାରେ ମାସ୍କ, ପେପର ସପ୍‌, ପରିମଳ ସାମଗ୍ରୀ ମହଜୁଦ ରଖିବାକୁ ବି ଏଥିରେ ନିଷ୍ପତ୍ତି ହୋଇଛି।

ଅନ୍ୟପକ୍ଷରେ ରାଜ୍ୟ ସରକାର ସବୁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ପାଇଁ ନିର୍ଦ୍ଦେଶନାମା ଜାରି ହୋଇଛି। ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ଏଥିରେ ନିର୍ଦ୍ଦେଶ ଦିଆଯାଇଛି। ହେଲେ ପରୀକ୍ଷା ଓ ଖାତାଦେଖା ବନ୍ଦ ହେବନାହିଁ। ମାର୍ଚ୍ଚ ୩୧ ଯାଏଁ ଶିକ୍ଷାନୁଷ୍ଠାନରେ ହେବନି ସେମିନାର କିମ୍ବା ସମ୍ମିଳନୀ। ମାର୍ଚ୍ଚ ୩୧ ଯାଏଁ ଶିକ୍ଷାନୁଷ୍ଠାନରେ ବାୟୋମେଟ୍ରିକ ଉପସ୍ଥାନ ବନ୍ଦ ଲାଗି ନିର୍ଦ୍ଦେଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story