ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ-କଲେଜ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ଦଶହରା ପୂଜା ଛୁଟି ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟର କୋଭିଡ୍ ପରିଚାଳନାର ସମୀକ୍ଷା କରିବା ଅବସରରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଉଦବେଗକୁ ଦୃଷ୍ଟିରେ ରଖି ରାଜ୍ୟର ସ୍କୁଲ-କଲେଜଗୁଡ଼ିକୁ ପୂଜା ଛୁଟି ପର୍ଯ୍ୟନ୍ତ ରହିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାସହିତ କୋଭିଡ୍ […]

school

school

Tapas Behera
  • Published: Wednesday, 26 August 2020
  • Updated: 26 August 2020, 07:18 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ଦଶହରା ପୂଜା ଛୁଟି ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟର କୋଭିଡ୍ ପରିଚାଳନାର ସମୀକ୍ଷା କରିବା ଅବସରରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଉଦବେଗକୁ ଦୃଷ୍ଟିରେ ରଖି ରାଜ୍ୟର ସ୍କୁଲ-କଲେଜଗୁଡ଼ିକୁ ପୂଜା ଛୁଟି ପର୍ଯ୍ୟନ୍ତ ରହିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାସହିତ କୋଭିଡ୍ ଯୋଦ୍ଧାମାନଙ୍କ ମଧ୍ୟରେ ସଂକ୍‌୍ରମଣ ହାର ହ୍ରାସ ପାଉଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଛନ୍ତି।

ମାସ୍କର ବ୍ୟବହାର ଓ ସାମାଜିକ ଦୂରତ୍ୱ ବିଷୟରେ ଅଧିକ ସଚେତନତା ନିମନ୍ତେ ପରାମର୍ଶ ଦେଇଥିଲେ। ଶହୀଦ କୋଭିଡ୍ ଯୋଦ୍ଧମାନଙ୍କର ବ୍ୟକ୍ତିଗତ ପାଉଣା ଆସନ୍ତା ଶୁକ୍ରବାର ସୁଦ୍ଧା ସେମାନଙ୍କ ଆତ୍ମୀୟମାନଙ୍କୁ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଜୁଲାଇ ମାସଠାରୁ ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁଥିବା ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା।
ସୂଚନାଯୋଗ୍ୟ, ରାଜ୍ୟରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ସିଲାବସରେ ୩୦ ପ୍ରତିଶତ ହ୍ରାସ କରାଯିବ ବୋଲି ଆଜି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଥିଲେ।ଚଳିତ ଶିକ୍ଷାବର୍ଷରେ ସ୍କୁଲ ଓ କଲେଜ ଏପର୍ଯ୍ୟନ୍ତ ଖୋଲିନାହିଁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story