ହାତୀ ଭୟରେ ସ୍କୁଲ୍ ଛୁଟି

ଯାଜପୁର( ଅଭୟ ପତି ); ହାତୀ ଭୟରେ ସ୍କୁଲ୍ ଛୁଟି ଘୋଷଣା କଲା ଯାଜପୁର ଜିଲ୍ଲା ପ୍ରଶାସନ । କୋରେଇ ଓ ବ୍ୟାସନଗର ଅଞ୍ଚଳରେ ହାତୀ ଉପଦ୍ରବ ଜାରି ରହିଥିବାରୁ ଆଜି ଏହି ଅଞ୍ଚଳର ସମସ୍ତ ପ୍ରାଇମେରୀ ଓ ହାଇସ୍କୁଲ୍ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । ଗତ ୪ ଦିନ ହେବ ପଛିକୋଟ ଜଙ୍ଗଲରୁ ଆସିଥିବା ହାତୀ ଆହତ ଅବସ୍ଥାରେ ବ୍ୟାସନଗର ଅଞ୍ଚଳକୁ ପଶି ଆସିଥିଲା । ୩ ଦିନ ପୂର୍ବେ ହାତୀଟି ଜଣଙ୍କୁ ମାରିଥିବା […]

HATI--1

HATI--1

Niharika Rout
  • Published: Friday, 24 January 2020
  • Updated: 24 January 2020, 07:47 AM IST

Sports

Latest News

ଯାଜପୁର( ଅଭୟ ପତି ); ହାତୀ ଭୟରେ ସ୍କୁଲ୍ ଛୁଟି ଘୋଷଣା କଲା ଯାଜପୁର ଜିଲ୍ଲା ପ୍ରଶାସନ । କୋରେଇ ଓ ବ୍ୟାସନଗର ଅଞ୍ଚଳରେ ହାତୀ ଉପଦ୍ରବ ଜାରି ରହିଥିବାରୁ ଆଜି ଏହି ଅଞ୍ଚଳର ସମସ୍ତ ପ୍ରାଇମେରୀ ଓ ହାଇସ୍କୁଲ୍ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ।

ଗତ ୪ ଦିନ ହେବ ପଛିକୋଟ ଜଙ୍ଗଲରୁ ଆସିଥିବା ହାତୀ ଆହତ ଅବସ୍ଥାରେ ବ୍ୟାସନଗର ଅଞ୍ଚଳକୁ ପଶି ଆସିଥିଲା । ୩ ଦିନ ପୂର୍ବେ ହାତୀଟି ଜଣଙ୍କୁ ମାରିଥିବା ବେଳେ ଗତକାଲି ଗୋଡ଼ିପାଟଣା ଓ ରାଧାପାଟଣା ଗାଁର ୨ ଜଣଙ୍କୁ ଦଳି ମାରିଛି ।  ହାତୀ ଆକ୍ରମଣରେ ବନ ବିଭାଗ କର୍ମଚାରୀଙ୍କ ସମେତ ୩ଜଣ ଗୁରୁତର ଆହତ ହୋଇଛନ୍ତି । ବନ ବିଭାଗ ପକ୍ଷରୁ ହାତୀ ଘଉଡ଼ାଇବାକୁ ଉଦ୍ୟମ ଜାରି ରହିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos