ଭୁବନେଶ୍ୱର: ଆଜିଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଜୁନ୍ ୧୭ ତାରିଖ ଯାଏଁ ବନ୍ଦ ରହିବ। ଜୁନ୍ ୧୮ ତାରିଖ ରବିବାର ପଡୁଥିବାରୁ ୧୯ ତାରିଖରେ ସ୍କୁଲ ଖୋଲିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
ପୂର୍ବରୁ ମେ’ ୩ ତାରିଖରେ ସ୍କୁଲ ଛୁଟି ହେବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲା। ମାତ୍ର ଗ୍ରୀଷ୍ମ ପ୍ରବାହ ବଢ଼ୁଥିବାରୁ ୮ ଦିନ ପୂର୍ବରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।