ସୋମବାର ରାଜ୍ୟର ସବୁ ସ୍କୁଲ ଛୁଟି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ‘ଭାରତ ବନ୍ଦ’ ଡାକରାକୁ ଦୃଷ୍ଟିରେ ରଖି ଆସନ୍ତା ୧୦ତାରିଖ ସୋମବାର ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। ଆଜି ଏନେଇ ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, କଂଗ୍ରେସ ଓ ବାମଦଳର ବନ୍ଦ ଡାକରା ଯୋଗୁ ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାର ଏହି ଛୁଟି ଘୋଷଣା କରିଛନ୍ତି। ଗାଡ଼ିମୋଟର ଚଳାଚଳ ପ୍ରଭାବିତ ହେବାର ଆଶଙ୍କା ଥିବାରୁ ପିଲାମାନଙ୍କ […]

Manoranjan Sial
  • Published: Saturday, 08 September 2018
  • Updated: 08 September 2018, 01:36 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର 'ଭାରତ ବନ୍ଦ' ଡାକରାକୁ ଦୃଷ୍ଟିରେ ରଖି ଆସନ୍ତା ୧୦ତାରିଖ ସୋମବାର ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ।

ଆଜି ଏନେଇ ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, କଂଗ୍ରେସ ଓ ବାମଦଳର ବନ୍ଦ ଡାକରା ଯୋଗୁ ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାର ଏହି ଛୁଟି ଘୋଷଣା କରିଛନ୍ତି।

ଗାଡ଼ିମୋଟର ଚଳାଚଳ ପ୍ରଭାବିତ ହେବାର ଆଶଙ୍କା ଥିବାରୁ ପିଲାମାନଙ୍କ ସୁରକ୍ଷାକୁ ଆଖିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story