ଅଦ୍ୟତନ ହୋଇଛି
Advertisment
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର 'ଭାରତ ବନ୍ଦ' ଡାକରାକୁ ଦୃଷ୍ଟିରେ ରଖି ଆସନ୍ତା ୧୦ତାରିଖ ସୋମବାର ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ।
Advertisment
ଆଜି ଏନେଇ ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, କଂଗ୍ରେସ ଓ ବାମଦଳର ବନ୍ଦ ଡାକରା ଯୋଗୁ ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାର ଏହି ଛୁଟି ଘୋଷଣା କରିଛନ୍ତି।
ଗାଡ଼ିମୋଟର ଚଳାଚଳ ପ୍ରଭାବିତ ହେବାର ଆଶଙ୍କା ଥିବାରୁ ପିଲାମାନଙ୍କ ସୁରକ୍ଷାକୁ ଆଖିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2017/09/schoolgirls-india.jpg)