ମାଲକାନଗିରି(ଓଡ଼ିଶା ରିପୋର୍ଟର): ଶିକ୍ଷା ବ୍ୟବସ୍ଥାର ତଦାରଖ କରିବାକୁ କେତେବେଳେ ଘୋଡ଼ା ପିଠିରେ ଯାତ୍ରା ତ ପୁଣି କେତେବେଳେ ବିପଦପୂର୍ଣ୍ଣ ନୌଯାତ୍ରା। ଏଭଳି ନିଷ୍ଠାପର କାର୍ଯ୍ୟ କରି ଚର୍ଚ୍ଚାକୁ ଆସିଛନ୍ତି ମାଲକାନଗିରି ତାପରନେତ୍ଲାର ସିଆରସିସି ସାଧନ ସରକାର।
ଜିଲ୍ଲାର ଦୁର୍ଗମ ସ୍ୱାଭିମାନ ଅଞ୍ଚଳକୁ ସେ ଏଭଳି ଢଙ୍ଗରେ ଯାତ୍ରା କରୁଛନ୍ତି। ସ୍ୱାଭିମାନ ଅଞ୍ଚଳକୁ ଶିକ୍ଷକମାନେ ନିୟମିତ ଆସୁଛନ୍ତି କି ନାହିଁ, ଛାତ୍ରଛାତ୍ରୀଙ୍କୁ କିଭଳି ପଢାଉଛନ୍ତି ତାର ସେ ତଦାରଖ କରୁଛନ୍ତି। ଏମିତିକି ବେଳେ ବେଳେ ସ୍କୁଲ ଥିବା ଗାଁରେ ରାତ୍ରିଯାପନ ବି କରିଥାନ୍ତି। ସିଆରସିଙ୍କ ଏଭଳି ପଦକ୍ଷେପକୁ ବେଶ୍ ପ୍ରଶଂସା କରିଛନ୍ତି ସ୍ଥାନୀୟ ବାସିନ୍ଦା।
ଲର୍ଣ୍ଣିଂ ଲାଇସେନ୍ସ ପାଇଁ ରାଜଧାନୀରେ ପରିବହନ ବିଭାଗର ସ୍ୱତନ୍ତ୍ର ବ୍ୟବସ୍ଥା, ସହିଦନଗର ବିଏମ୍ସି ଅଫିସ ଓ OSRTC ପରିସରରେ ସ୍ୱତନ୍ତ୍ର ବ୍ୟବସ୍ଥା,କାଲିଠୁ ଅକ୍ଟୋବର ୪ ତାରିଖ ଯାଏଁ ମିଳିବ ଲର୍ଣ୍ଣିଂ ଲାଇସେନ୍ସ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜିରୋ ନାଇଟ୍ ପାଇଁ ପୁଲିସର ଜିରୋ ଟଲେରାନ୍ସ, ଟୁଇନ୍ ସିଟିରେ ସୁରକ୍ଷା କଡ଼ାକଡ଼ି
ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ୍ ବିରୋଧୀ ଅଭିଯାନକୁ ଜୋରଦାର କରିବ ପୁଲିସ। ପୁରୀ ପାଇଁ ଜାରି ହୋଇଛି ଟ୍ରାଫିକ୍ କଟକଣା।
Politics
ଉଜୁଡ଼ା କ୍ଷେତ ବୁଲି ଚାଷୀଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ
କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି ଅସୁବିଧା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ। କ୍ଷତିପୂରଣ ପାଇଁ ପ୍ରତିଶ୍ରୁତି ବି ଦେଇଛନ୍ତି।
Events & Festivals
୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ
ସାଧାରଣ ଭକ୍ତ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ଅନ୍ୟ ୩ ଦ୍ୱାର ଦେଇ ପ୍ରବେଶ ମନା। କେବଳ ପ୍ରସ୍ଥାନ କରିବେ। ତେଣେ ନୂଆବର୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀରେ ୬୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି।
Miscellaneous
କୁଦୋପାଲିର ଇତିହାସ ପଢ଼ିବ ବିଶ୍ୱ; ଗୋଟିଏ ଦିନରେ ସହିଦ ହୋଇଥିଲେ ୫୩ ସଂଗ୍ରାମୀ
କୁଦୋପାଲି ପାହାଡ଼ରେ ଇଂରେଜଙ୍କ ବିରୋଧରେ ହୋଇଥିବା ଲଢ଼େଇରେ ଗୋଟିଏ ଦିନରେ ୫୩ଜଣ ସଂଗ୍ରାମୀ ସହିଦ୍ ହୋଇଥିଲେ। ନ୍ୟାସନାଲ ବୁକ୍ ଟ୍ରଷ୍ଟ ଦ୍ୱାରା ପ୍ରକାଶିତ ଏହି ପୁସ୍ତକଟିର ନାମ ରହିଛି 'ଦି ସାଗା ଅଫ୍ କୁଦୋପାଲି, ଦି ଅନସଙ୍ଗ୍ ଷ୍ଟୋରୀ ଅଫ୍ ୧୮୫୭'।
Accident
ଡିଭାଇଡରରେ ପିଟି ହୋଇ ହାଇୱାକୁ ଧକ୍କାଦେଲା ସ୍କର୍ପିଓ; ୨ ମୃତ
ସ୍ଥାନୀୟ ଲୋକେ ଏନେଇ ପୁଲିସ୍କୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଭିତରୁ ୪ ଜଣଙ୍କୁ ଉଦ୍ଧାର କରିଥିଲେ। ସେତେବେଳକୁ ଗାଡ଼ି ଚାଳକ ଆଦିତ୍ୟଙ୍କ ମୃତ୍ୟୁ ଘଟିଥିଲା।