ବର୍ଷା ଯୋଗୁ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ବ୍ରହ୍ମପୁର(ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଥିବାରୁ ଜିଲ୍ଲାର ସବୁ ସରକାରୀ ଓ ବେସରକାରୀ ସ୍କୁଲକୁ ଆଜି ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ଆଜି ବନ୍ଦ ରହିବ। ହେଲେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଛୁଟିରେ ରହିବେ ନାହିଁ। ସେମାନେ ବନ୍ୟା ପ୍ରଭାବିତ ଲୋକଙ୍କ ସହାୟତା କରିବେ। ସୂଚନାଯୋଗ୍ୟ, ଲଗାଣ ବର୍ଷା ଯୋଗୁ ବ୍ରହ୍ମପୁର ସହର ମଧ୍ୟ ପ୍ରଭାବିତ ହୋଇଛି। ବିଶେଷକରି ତଳିଆ ଅଞ୍ଚଳରେ ପାଣି ଜମି ରହିଥିବାରୁ […]

rain-water,,

rain-water,,

Tapaswini Nayak
  • Published: Wednesday, 07 August 2019
  • Updated: 07 August 2019, 10:26 AM IST

Sports

Latest News

ବ୍ରହ୍ମପୁର(ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଥିବାରୁ ଜିଲ୍ଲାର ସବୁ ସରକାରୀ ଓ ବେସରକାରୀ ସ୍କୁଲକୁ ଆଜି ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ଆଜି ବନ୍ଦ ରହିବ। ହେଲେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଛୁଟିରେ ରହିବେ ନାହିଁ। ସେମାନେ ବନ୍ୟା ପ୍ରଭାବିତ ଲୋକଙ୍କ ସହାୟତା କରିବେ।

ସୂଚନାଯୋଗ୍ୟ, ଲଗାଣ ବର୍ଷା ଯୋଗୁ ବ୍ରହ୍ମପୁର ସହର ମଧ୍ୟ ପ୍ରଭାବିତ ହୋଇଛି। ବିଶେଷକରି ତଳିଆ ଅଞ୍ଚଳରେ ପାଣି ଜମି ରହିଥିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସହରର ଗଜପତିନଗରର ୬, ୧୦, ୧୧, ୧୨ ଓ ୧୩ ନମ୍ବର ଲେନ୍‌ରେ ପାଣି ଜମି ରହିଛି। ସେହିପରି ବ୍ରଜନଗର, ଜୟପ୍ରକାଶ ମେନ୍ ରୋଡ୍, ପ୍ରେମ୍ ନଗର ଓ ଗେଟ୍ ବଜାରରେ ମଧ୍ୟ ବର୍ଷା ଯୋଗୁ ପାଣି ଜମି ରହିଛି। ଫଳରେ ଜୀବନ ଯାତ୍ରା ଏକ ପ୍ରକାର ପ୍ରଭାବିତ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story