ବର୍ଷା ପାଇଁ ସ୍କୁଲ, ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲିଠୁ ଜାରି ରହିଛି ବର୍ଷା।  ଏଥିଯୋଗୁ ବିଭିନ୍ନ ଅଞ୍ଚଳରେ ପାଣି ଜମି ଯାତାୟତ ବାଧାପ୍ରାପ୍ତ ହୋଇଛି। ଏହାକୁ ଦୃଷ୍ଟିରେ ରଖି  ଗଞ୍ଜାମ ଜିଲ୍ଲାର ସବୁ ସ୍କୁଲ, ଅଙ୍ଗନବାଡ଼ି କେନ୍ଦ୍ରକୁ ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ସମସ୍ତ ଶିକ୍ଷକ, କର୍ମଚାରୀଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

school_rain_1

Niharika Rout
  • Published: Thursday, 24 October 2019
  • , Updated: 24 October 2019, 08:33 AM IST

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲିଠୁ ଜାରି ରହିଛି ବର୍ଷା।  ଏଥିଯୋଗୁ ବିଭିନ୍ନ ଅଞ୍ଚଳରେ ପାଣି ଜମି ଯାତାୟତ ବାଧାପ୍ରାପ୍ତ ହୋଇଛି।

ଏହାକୁ ଦୃଷ୍ଟିରେ ରଖି  ଗଞ୍ଜାମ ଜିଲ୍ଲାର ସବୁ ସ୍କୁଲ, ଅଙ୍ଗନବାଡ଼ି କେନ୍ଦ୍ରକୁ ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ସମସ୍ତ ଶିକ୍ଷକ, କର୍ମଚାରୀଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

Related story