ଗଣେଶ ପୂଜା ପାଇଁ ଜଙ୍ଗଲକୁ ପତ୍ର ଆଣିବାକୁ ଯାଇଥିବା ବେଳେ ମାରି ଦେଲେ ମହୁମାଛି

ରାୟଗଡ଼ା (ଓଡ଼ିଶା ରିପୋର୍ଟର): ମହୁମାଛି ନେଲା ଜୀବନ। ଏହି ଦୁଃଖଦ ଘଟଣା ଘଟିଛି ରାୟଗଡ଼ା ଜିଲ୍ଲାରେ। କାରୁବାଈ ଆଶ୍ରମ ସ୍କୁଲର କିଛି ଛାତ୍ର ଗଣେଶ ପୂଜା ପାଇଁ ଜଙ୍ଗଲକୁ ପତ୍ର ଆଣିବାକୁ ଯାଇଥିଲେ। ଏହି ସମୟରେ ସେମାନଙ୍କୁ ମହୁମାଛି ଆକ୍ରମଣ କରିଥିଲା। ଏଥିରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଆଉ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଅକ୍ଷୟ କୁମାର ଶତପଥୀ କହିଛନ୍ତି,“ […]

rayagad

rayagad

Jyoshna Pradhan
  • Published: Thursday, 13 September 2018
  • Updated: 13 September 2018, 09:26 AM IST

Sports

Latest News

ରାୟଗଡ଼ା (ଓଡ଼ିଶା ରିପୋର୍ଟର): ମହୁମାଛି ନେଲା ଜୀବନ। ଏହି ଦୁଃଖଦ ଘଟଣା ଘଟିଛି ରାୟଗଡ଼ା ଜିଲ୍ଲାରେ।

କାରୁବାଈ ଆଶ୍ରମ ସ୍କୁଲର କିଛି ଛାତ୍ର ଗଣେଶ ପୂଜା ପାଇଁ ଜଙ୍ଗଲକୁ ପତ୍ର ଆଣିବାକୁ ଯାଇଥିଲେ। ଏହି ସମୟରେ ସେମାନଙ୍କୁ ମହୁମାଛି ଆକ୍ରମଣ କରିଥିଲା। ଏଥିରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଆଉ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସେମାନଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଅକ୍ଷୟ କୁମାର ଶତପଥୀ କହିଛନ୍ତି,“ ଆଜି ସକାଳେ ୫ ଜଣ ପିଲା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଭଲ ଅଛି। ହେଲେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କ ଚିକିତ୍ସା ଚାଲିଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos