ବାଲେଶ୍ୱର(ରଣଜିତ୍ ପାକଳ): ଶିକ୍ଷକଙ୍କ ବଦଳି ଆଦେଶ ପ୍ରତ୍ୟାହାର ଦାବିରେ ଶତାଧିକ ଛାତ୍ରୀ ରାସ୍ତାରୋକ କରିଛନ୍ତି। ବାଲେଶ୍ୱର ଜିଲ୍ଲା ରେମୁଣାରେ ଆଜି ଦେଖିବାକୁ ମିଳିଛି ଏହି ଘଟଣା। ସ୍ଥାନୀୟ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀମାନେ ସ୍କୁଲ ଗେଟ୍ ତାଲା ପକାଇ ରାସ୍ତାରେ ବସିଛନ୍ତି।
ଏହି ସ୍କୁଲ୍ର ଶିକ୍ଷକ ରାମଚନ୍ଦ୍ର ସ୍ୱାଇଁଙ୍କୁ ଖନ୍ତାପଡ଼ା ବାଳିକା ଉଚ୍ଚ ବିଦ୍ୟାଳୟକୁ ବଦଳି କରାଯାଇଛି। ତେବେ ପରୀକ୍ଷା ପାଖେଇ ଆସୁଥିବାରୁ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି ନ କରିବା ପାଇଁ ଛାତ୍ରୀମାନେ ଦାବି କରିଛନ୍ତି।
ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀମାନଙ୍କୁ ବୁଝାସୁଝା କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
Politics
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ବିଜେଡି ଓ ବିଜେପି ପୁଣି ମୁହାଁମୁହିଁ ହୋଇଛନ୍ତି। ବିଜେଡି ପ୍ରେସମିଟ୍ କରି ପୁଲିସ ଉପରେ ଦୋଷ ଲଦିଥିବାବେଳେ କାଉଣ୍ଟର କରିଛି ବିଜେପି।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।