୧୫ଟି ଜିଲ୍ଲାରେ ଆଜି ସ୍କୁଲ୍‌ ଛୁଟି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୧୨ ଦଫା ଦାବିରେ ବିଭିନ୍ନ ଟ୍ରେଡ୍ ୟୁନିୟନ ପକ୍ଷରୁ ଆଜି ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି। ପ୍ରାୟ ସବୁ ଜିଲ୍ଲାରେ ବସ୍‌ ଓ ଟ୍ରେନ୍ ଚଳାଚଳ ପ୍ରଭାବିତ ହୋଇଥିବା ବେଳେ ଦୋକାନ ବଜାର ବନ୍ଦ ରହିଛି। ତେବେ ଅତ୍ୟାବଶ୍ୟକ ସେବାଗୁଡ଼ିକୁ ଏଥିରୁ ବାଦ୍ ଦିଆଯାଇଛି। ତେଣୁ ଆମ୍ବୁଲାନ୍ସ ଓ କ୍ଷୀର ଗାଡ଼ିଗୁଡ଼ିକ ଗଡ଼ୁଥିବା ବେଳେ ମେଡିସନ୍ ଦୋକାନଗୁଡ଼ିକ ଖୋଲା ରହିଛି। […]

schoolo788

schoolo788

Tapaswini Nayak
  • Published: Wednesday, 08 January 2020
  • Updated: 08 January 2020, 08:46 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୧୨ ଦଫା ଦାବିରେ ବିଭିନ୍ନ ଟ୍ରେଡ୍ ୟୁନିୟନ ପକ୍ଷରୁ ଆଜି ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି। ପ୍ରାୟ ସବୁ ଜିଲ୍ଲାରେ ବସ୍‌ ଓ ଟ୍ରେନ୍ ଚଳାଚଳ ପ୍ରଭାବିତ ହୋଇଥିବା ବେଳେ ଦୋକାନ ବଜାର ବନ୍ଦ ରହିଛି। ତେବେ ଅତ୍ୟାବଶ୍ୟକ ସେବାଗୁଡ଼ିକୁ ଏଥିରୁ ବାଦ୍ ଦିଆଯାଇଛି। ତେଣୁ ଆମ୍ବୁଲାନ୍ସ ଓ କ୍ଷୀର ଗାଡ଼ିଗୁଡ଼ିକ ଗଡ଼ୁଥିବା ବେଳେ ମେଡିସନ୍ ଦୋକାନଗୁଡ଼ିକ ଖୋଲା ରହିଛି।

ଅନ୍ୟପକ୍ଷରେ ବନ୍ଦ ପାଇଁ ସତର୍କତା ଦୃଷ୍ଟିରୁ ରାଜ୍ୟର ୧୫ଟି ଜିଲ୍ଲାରେ ସ୍କୁଲ୍‌ଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଏହି ଛୁଟି ଘୋଷଣା କରିଛନ୍ତି। ଏହି ଜିଲ୍ଲା ଗୁଡ଼ିକ ହେଉଛି- କନ୍ଧମାଳ, ଗଞ୍ଜାମ, ଢେଙ୍କାନାଳ, ଖୋର୍ଦ୍ଧା, ଭଦ୍ରକ, ଗଜପତି, ଜଗତସିଂହପୁର, ରାୟଗଡ଼ା, ଝାରସୁଗୁଡ଼ା, ନୟାଗଡ଼, ବୌଦ୍ଧ, ଯାଜପୁର, ମାଲକାନଗିରି, କେନ୍ଦ୍ରାପଡ଼ା ଓ କଳାହାଣ୍ଡି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story