୯ ଜିଲ୍ଲାରେ ପ୍ରତିଷ୍ଠା ହେବ ସାଇନ୍ସ ପାର୍କ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୯ଟି ଜିଲ୍ଲାରେ ସାଇନ୍ସ ପାର୍କ ବା ବିଜ୍ଞାନ କେନ୍ଦ୍ର ସ୍ଥାପନ କରିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି। ରାଜ୍ୟ ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହି ସୂଚନା ଦେଇ କହିଛନ୍ତି ଯେ, କେନ୍ଦ୍ରାପଡ଼ା, ଯାଜପୁର, ଖୋର୍ଦ୍ଧା, ଗଜପତି, ରାୟଗଡ଼ା, ଅନୁଗୋଳ, ବାଲେଶ୍ୱର, ବୌଦ୍ଧ ଓ ଝାରସୁଗୁଡ଼ା ଜିଲ୍ଲାରେ ଏହି ସାଇନ୍ସ ପାର୍କ ସ୍ଥାପନ ହେବ। କଟକ ଜିଲ୍ଲାର ପଂଚମା ମୌଜାଠାରେ ଏହି ପାର୍କ ଖୋଲିବା ପାଇଁ ଜିଲ୍ଲା ପ୍ରଶାସନ […]

fd

fd

Hemant Lenka
  • Published: Monday, 05 October 2020
  • Updated: 05 October 2020, 10:11 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୯ଟି ଜିଲ୍ଲାରେ ସାଇନ୍ସ ପାର୍କ ବା ବିଜ୍ଞାନ କେନ୍ଦ୍ର ସ୍ଥାପନ କରିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି। ରାଜ୍ୟ ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହି ସୂଚନା ଦେଇ କହିଛନ୍ତି ଯେ, କେନ୍ଦ୍ରାପଡ଼ା, ଯାଜପୁର, ଖୋର୍ଦ୍ଧା, ଗଜପତି, ରାୟଗଡ଼ା, ଅନୁଗୋଳ, ବାଲେଶ୍ୱର, ବୌଦ୍ଧ ଓ ଝାରସୁଗୁଡ଼ା ଜିଲ୍ଲାରେ ଏହି ସାଇନ୍ସ ପାର୍କ ସ୍ଥାପନ ହେବ।

କଟକ ଜିଲ୍ଲାର ପଂଚମା ମୌଜାଠାରେ ଏହି ପାର୍କ ଖୋଲିବା ପାଇଁ ଜିଲ୍ଲା ପ୍ରଶାସନ ୫.୨୦ଏକର ଜମି ଉପଲବ୍ଧ ଥିବା ସରକାରଙ୍କୁ ଜଣାଇଥିବା ଶ୍ରୀ ପଣ୍ଡା କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos