କୋଣାର୍କ(ସଞ୍ଜୟ ପତି):ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ୍ ଅନ୍ତର୍ଗତ ଶିଶୁ ପଞ୍ଚାୟତର ଉଦୟକଣି ଠାରେ ସାମୁଦ୍ରିକ ଜୁଆର ପାଣି ପଶି ନିକଟସ୍ଥ ତିନୋଟି ଗାଁକୁ ଜଳମଗ୍ନ କରିଛି। ସାମୁଦ୍ରିକ ଲୁଣିପାଣି ମାଡ଼ିବା ଦ୍ୱାରା ଚାଷ ଜମିରେ ରବି ଫସଲ କ୍ଷତିଗ୍ରସ୍ତ ହେବା ଆଶଙ୍କା ସୃଷ୍ଟି କରିଛି।
ସମୁଦ୍ରକୂଳରେ ଝାଉଁ ଜଙ୍ଗଲର ଅବକ୍ଷୟ ଯୋଗୁ ଗାଁ ଗଣ୍ଡାକୁ ସୁରକ୍ଷା ଦେଉଥିବା ବାଲି ସ୍ତୁପ ଧ୍ୱଂସ ପାଇବା ପରେ ଅନେକ ସମୟରେ ଶହେ ମିଟର ଓସାରରେ ସାମୁଦ୍ରିକ ଜୁଆର ପାଣି ଗାଁ ଗହୀରକୁ ମାଡି ଚାଷ ଜମିକୁ କ୍ଷତିଗ୍ରସ୍ତ କରୁଛି। ଆଗକୁ ଲଘୁଚାପ ଜନିତ ସାମୁଦ୍ରିକ ଜୁଆର ଆଖପାଖ ଉଦୟକଣି ସମେତ ଛେନୁ , କଟକଣା ଓ ତଣ୍ଡାହାର ପ୍ରଭୁତି ଗାଁ ଗୁଡିକ ପ୍ରତି ବିପଦ ସୃଷ୍ଟି କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।