ସିସୋର ନିର୍ଦ୍ଦେଶକ ପ୍ରଶାନ୍ତ ଦାଶଙ୍କ ଆତ୍ମସମର୍ପଣ

ରାଉରକେଲା:ସିସୋର କମ୍ପାନି ନିର୍ଦ୍ଦେଶକ ପ୍ରଶାନ୍ତ ଦାଶଙ୍କ ଆତ୍ମସମର୍ପଣ। ରାଉରକେଲା SDJMଙ୍କ କୋର୍ଟ ନିକଟରେ ଆତ୍ମସମର୍ପଣ କରିଛନ୍ତି ପ୍ରଶାନ୍ତ। ରଘୁନାଥପାଲ୍ଲୀ ଥାନାର ଏକ ଠକେଇ ମାମଲା ରହିଛି। ୨୦୧୩ ମସିହାରେ ରାଉରକେଲାର କୈଳାସ ଲେଙ୍କା ନାମକ ଏକ ବ୍ୟବସାୟୀଙ୍କଠାରୁ ପ୍ରଶାନ୍ତ ୭୫ ଲକ୍ଷ ଟଙ୍କା ନେଇ ଫେରାଇ ନଥିଲେ। ଏହି ମାମଲାରେ ତଳ କୋର୍ଟରେ ଆତ୍ମସମର୍ପଣ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

4321

Tapas Behera
  • Published: Tuesday, 24 September 2019
  • , Updated: 24 September 2019, 04:19 PM IST

ରାଉରକେଲା:ସିସୋର କମ୍ପାନି ନିର୍ଦ୍ଦେଶକ ପ୍ରଶାନ୍ତ ଦାଶଙ୍କ ଆତ୍ମସମର୍ପଣ ରାଉରକେଲା SDJMଙ୍କ କୋର୍ଟ ନିକଟରେ ଆତ୍ମସମର୍ପଣ କରିଛନ୍ତି ପ୍ରଶାନ୍ତ ରଘୁନାଥପାଲ୍ଲୀ ଥାନାର ଏକ ଠକେଇ ମାମଲା ରହିଛି

୨୦୧୩ ମସିହାରେ ରାଉରକେଲାର କୈଳାସ ଲେଙ୍କା ନାମକ ଏକ ବ୍ୟବସାୟୀଙ୍କଠାରୁ ପ୍ରଶାନ୍ତ ୭୫ ଲକ୍ଷ ଟଙ୍କା ନେଇ ଫେରାଇ ନଥିଲେ ଏହି ମାମଲାରେ ତଳ କୋର୍ଟରେ ଆତ୍ମସମର୍ପଣ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ

Related story