Advertisment

ଓଡ଼ିଶାର ଏହି ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନରେ ବାକି ରହିଛି ନିର୍ବାଚନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବାକୁ ଥିବା ସାଧାରଣ ନିର୍ବାଚନରୁ ୩ଟି ପର୍ଯ୍ୟାୟ ସରିଯାଇଛି। ବାକି ରହିଥିବା ୪ର୍ଥ ପର୍ଯ୍ୟାୟ ପାଇଁ ଆସନ୍ତା ୨୯ ତାରିଖରେ ମୋଟ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନରେ ମତଦାନ କରାଯିବ। ଏଥିପାଇଁ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ଲୋକସଭା ନିର୍ବାଚନ ମଣ୍ଡଳୀଗୁଡ଼ିକ ହେଲା- କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ। ସେହିପରି ଏହା ଅଧୀନରେ ଥିବା ୪୨ଟି ବିଧାନସଭା ଆସନରେ ନିର୍ବାଚନ ହେବ। ଥରେ […]

author-image
Amaresh Biswal
ଅଦ୍ୟତନ ହୋଇଛି
ଓଡ଼ିଶାର ଏହି ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନରେ ବାକି ରହିଛି ନିର୍ବାଚନ

2

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବାକୁ ଥିବା ସାଧାରଣ ନିର୍ବାଚନରୁ ୩ଟି ପର୍ଯ୍ୟାୟ ସରିଯାଇଛି। ବାକି ରହିଥିବା ୪ର୍ଥ ପର୍ଯ୍ୟାୟ ପାଇଁ ଆସନ୍ତା ୨୯ ତାରିଖରେ ମୋଟ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନରେ ମତଦାନ କରାଯିବ। ଏଥିପାଇଁ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ଲୋକସଭା ନିର୍ବାଚନ ମଣ୍ଡଳୀଗୁଡ଼ିକ ହେଲା- କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ। ସେହିପରି ଏହା ଅଧୀନରେ ଥିବା ୪୨ଟି ବିଧାନସଭା ଆସନରେ ନିର୍ବାଚନ ହେବ। ଥରେ ନଜର ପକେଇ ଦିଅନ୍ତୁ ଏହିସବୁ ଆସନ ଓ ଏଥିରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରମୁଖ ପ୍ରାର୍ଥୀଙ୍କ ତାଲିକା ଉପରେ।

Advertisment

publive-image

publive-image

publive-image

publive-image

publive-imagepublive-image