୯ ମିନିଟ ବାଜିଲା ଘଣ୍ଟଘଣ୍ଟା ;ମନ୍ଦିର ଖୋଲିବାକୁ ଦାବି ଜଣାଇଲେ ସେବାୟତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା କଟକଣା ଭିତରେ ମନ୍ଦିର ଖୋଲିବା ଦାବିରେ ଆଜି ପୂର୍ବାହ୍ନ ୯ଟାରେ ୯ ମିନିଟ ପାଇଁ ବାଜିଲା ଘଣ୍ଟଘଣ୍ଟା। ଏଥିଲାଗି ପୂର୍ବରୁ ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଥିଲା ଓଡ଼ିଶା ମନ୍ଦିର ସେବାୟତ ସଂଘ। ଅପରପକ୍ଷେ  ଶ୍ରୀମନ୍ଦିର ଖୋଲିବାକୁ ଦାବି କରି ଗତକାଲି ସିଂହଦ୍ୱାର ସମ୍ମୁଖରେ ଧାରଣାରେ ବସିଥିଲେ ସେବାୟତ।  ପୁରୀ ଉପଜିଲ୍ଲାପାଳ ଓ ଶ୍ରୀମନ୍ଦିର ନୀତି ପ୍ରଶାସକ ଧାରଣାରେ ବସିଥିବା ସେବାୟତଙ୍କ ସହ ଆଲୋଚନା କରିଥିଲେ  । ଛତିଶା ନିଯୋଗ ବୈଠକରେ ତର୍ଜମା […]

ghanta-5

ghanta-5

Niharika Rout
  • Published: Wednesday, 07 October 2020
  • Updated: 07 October 2020, 09:23 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା କଟକଣା ଭିତରେ ମନ୍ଦିର ଖୋଲିବା ଦାବିରେ ଆଜି ପୂର୍ବାହ୍ନ ୯ଟାରେ ୯ ମିନିଟ ପାଇଁ ବାଜିଲା ଘଣ୍ଟଘଣ୍ଟା। ଏଥିଲାଗି ପୂର୍ବରୁ ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଥିଲା ଓଡ଼ିଶା ମନ୍ଦିର ସେବାୟତ ସଂଘ।

ଅପରପକ୍ଷେ  ଶ୍ରୀମନ୍ଦିର ଖୋଲିବାକୁ ଦାବି କରି ଗତକାଲି ସିଂହଦ୍ୱାର ସମ୍ମୁଖରେ ଧାରଣାରେ ବସିଥିଲେ ସେବାୟତ।  ପୁରୀ ଉପଜିଲ୍ଲାପାଳ ଓ ଶ୍ରୀମନ୍ଦିର ନୀତି ପ୍ରଶାସକ ଧାରଣାରେ ବସିଥିବା ସେବାୟତଙ୍କ ସହ ଆଲୋଚନା କରିଥିଲେ  ।

ଛତିଶା ନିଯୋଗ ବୈଠକରେ ତର୍ଜମା କରାଯାଇ ଆର୍ଥିକ ସହାୟତା ଓ ଉତ୍ତର ଦ୍ୱାର ବାହାରେ କିଭଳି ମହାପ୍ରସାଦ ବିକ୍ରି ସହଜରେ ହୋଇପାରିବ ସେନେଇ ବ୍ୟବସ୍ଥା କରାଯିବ ବୋଲି ପ୍ରତିଶ୍ରୁତି ଦେଇଛି ପ୍ରଶାସନ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story