ଭୋଟ୍‌ ଗଣତି ପାଇଁ ଗାଇଡ୍‌ଲାଇନ୍‌, RT-PCR ରିପୋର୍ଟ ବାଧ୍ୟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଉ ଦୁଇଟି ପର୍ଯ୍ୟାୟ ମତଦାନ ପରେ ରାଜ୍ୟରେ ଶେଷ ହେବ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏହାପରେ ଆରମ୍ଭ ହେବ ଭୋଟ ଗଣତି। ତେବେ ପଞ୍ଚାୟତ ନିର୍ବାଚନ ଭୋଟ୍ ଗଣତି ନେଇ ଏବେ ଆସିଛି କୋଭିଡ୍ ଗାଇଡଲାଇନ୍। ଯେଉଁମାନେ ଗଣତିରେ ରହିବେ ସେମାନଙ୍କ RT-PCR ନେଗେଟିଭ ରିପୋର୍ଟ ଥିବା ଜରୁରୀ। ଯେଉଁମାନେ କାଉଣ୍ଟିଂ ଏଜେଣ୍ଟ ରହିବେ ସେମାନଙ୍କ ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ ମଧ୍ୟ କରାଯିବ। ଗଣତିର ୪୮ ଘଣ୍ଟା ପୂର୍ବର କୋଭିଡ୍ ନେଗେଟିଭ ରିପୋର୍ଟ […]

vote counting

vote counting

Madhupriya Mistry
  • Published: Monday, 21 February 2022
  • Updated: 21 February 2022, 01:31 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଉ ଦୁଇଟି ପର୍ଯ୍ୟାୟ ମତଦାନ ପରେ ରାଜ୍ୟରେ ଶେଷ ହେବ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏହାପରେ ଆରମ୍ଭ ହେବ ଭୋଟ ଗଣତି। ତେବେ ପଞ୍ଚାୟତ ନିର୍ବାଚନ ଭୋଟ୍ ଗଣତି ନେଇ ଏବେ ଆସିଛି କୋଭିଡ୍ ଗାଇଡଲାଇନ୍। ଯେଉଁମାନେ ଗଣତିରେ ରହିବେ ସେମାନଙ୍କ RT-PCR ନେଗେଟିଭ ରିପୋର୍ଟ ଥିବା ଜରୁରୀ। ଯେଉଁମାନେ କାଉଣ୍ଟିଂ ଏଜେଣ୍ଟ ରହିବେ ସେମାନଙ୍କ ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ ମଧ୍ୟ କରାଯିବ।

ଗଣତିର ୪୮ ଘଣ୍ଟା ପୂର୍ବର କୋଭିଡ୍ ନେଗେଟିଭ ରିପୋର୍ଟ ଦେବେ। ଏଥିସହ ଡବଲ ଡୋଜ ଟିକା ନେଇଥିବା ବ୍ୟକ୍ତିଙ୍କୁ ହିଁ କେବଳ ଗଣତି ପାଇଁ ଅନୁମତି ମିଳିବ। ଯେଉଁମାନଙ୍କ କରୋନା ଲକ୍ଷଣ ଥିବ ସେମାନଙ୍କୁ ଭୋଟ ଗଣତି ପାଇଁ ଅନୁମତି ମିଳିବ ନାହିଁ। ଏନେଇ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ବାଚନ ଆୟୋଗ ସଚିବଙ୍କ ପକ୍ଷରୁ ଚିଠି ଲେଖି ଜଣାଇ ଦିଆଯାଇଛି। କରୋନା କମିଛି ସତ କିଛି ସମ୍ପୂର୍ଣ୍ଣ ଯାଇ ନାହିଁ। ତେଣୁ ଏହାକୁ ଦୃଷ୍ଟିରେ ରଖି ସତର୍କତା ଅବଲମ୍ବନ କରାଯିବ ବୋଲି ନିର୍ବାଚନ କମିଶନଙ୍କ ସଚିବ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story