ଆଜି ପ୍ରକାଶ ପାଇପାରେ କଂଗ୍ରେସର ବାକି ପ୍ରାର୍ଥୀ ତାଲିକା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର)ଏଆଇସିସି ସ୍କ୍ରିନିଂ କମିଟିର କସରତ ପରେ ଆଜି କଂଗ୍ରେସର ପ୍ରଥମ ପର୍ଯ୍ୟାୟ ବାକି ତାଲିକା ପ୍ରକାଶ ପାଇପାରେ। କଂଗ୍ରେସ ପ୍ରାର୍ଥୀ ଚୟନ ନେଇ ଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଜାରି ରହିଛି। ୧୦ ଲୋଧି ରୋଡ଼ରେ କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ ଜାରି ରହିଛି। ରାଜ୍ୟ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସହ ଟି.ଏସ୍ ସିଂଦେଓ ଏବଂ  ରୁଦ୍ର ରାଜୁ ପ୍ରମୁଖ ଉପସ୍ଥିତ ଅଛନ୍ତି। ଗତ ୧୮ ତାରିଖରେ  ୩୬ଟି ବିଧାନସଭା ଆସନ ଓ ୬ଟି ଲୋକସଭା ଆସନ […]

congress11

congress11

Tapas Behera
  • Published: Friday, 22 March 2019
  • Updated: 22 March 2019, 07:54 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର)ଏଆଇସିସି ସ୍କ୍ରିନିଂ କମିଟିର କସରତ ପରେ ଆଜି କଂଗ୍ରେସର ପ୍ରଥମ ପର୍ଯ୍ୟାୟ ବାକି ତାଲିକା ପ୍ରକାଶ ପାଇପାରେ। କଂଗ୍ରେସ ପ୍ରାର୍ଥୀ ଚୟନ ନେଇ ଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଜାରି ରହିଛି। ୧୦ ଲୋଧି ରୋଡ଼ରେ କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ ଜାରି ରହିଛି।

ରାଜ୍ୟ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସହ ଟି.ଏସ୍ ସିଂଦେଓ ଏବଂ  ରୁଦ୍ର ରାଜୁ ପ୍ରମୁଖ ଉପସ୍ଥିତ ଅଛନ୍ତି। ଗତ ୧୮ ତାରିଖରେ  ୩୬ଟି ବିଧାନସଭା ଆସନ ଓ ୬ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story