ଆସନ୍ତାକାଲିଠୁ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଶୁକ୍ରବାରଠୁ ଆରମ୍ଭ ହେବ। ଜୁନ୍ ୨୫ରେ ଆରମ୍ଭ ହୋଇଥିବା ବିଧାନସଭା ଅଧିବେଶନ ଜୁଲାଇ ୩ରୁ ୧୧ ତାରିଖ ପର୍ଯ୍ୟନ୍ତ ମୁଲତବୀ ରହିବା ପରେ ଆସନ୍ତାକାଲି ଖୋଲିବ। ଆସନ୍ତାକାଲି ବିଧାନସଭାରେ ବିଭାଗୀୟ ଷ୍ଟାଣ୍ଡିଂ କମିଟି ରିପୋର୍ଟ ଉପସ୍ଥାପନ ଓ ୨୦୧୯-୨୦ ଆର୍ଥିକ ବର୍ଷରେ ଓଡ଼ିଶା କଣ୍ଟିଜେନ୍ସି ଫଣ୍ଡରୁ ଅଗ୍ରୀମ ଉଠାଣ ସଂକ୍ରାନ୍ତ ସ୍ୱତନ୍ତ୍ର ଅତିରିକ୍ତ ବିବରଣୀ ଗୃହରେ ଉପସ୍ଥାପନ ହେବାର କାର୍ଯ୍ୟକ୍ରମ ରହିଛି। ପୁରୀରେ ନାବାଳିକାକୁ ଗାଡ଼ି ଭିତରେ ଦୁଷ୍କର୍ମ […]

assembly

assembly

Manoranjan Sial
  • Published: Thursday, 11 July 2019
  • Updated: 11 July 2019, 09:42 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଶୁକ୍ରବାରଠୁ ଆରମ୍ଭ ହେବ। ଜୁନ୍ ୨୫ରେ ଆରମ୍ଭ ହୋଇଥିବା ବିଧାନସଭା ଅଧିବେଶନ ଜୁଲାଇ ୩ରୁ ୧୧ ତାରିଖ ପର୍ଯ୍ୟନ୍ତ ମୁଲତବୀ ରହିବା ପରେ ଆସନ୍ତାକାଲି ଖୋଲିବ। ଆସନ୍ତାକାଲି ବିଧାନସଭାରେ ବିଭାଗୀୟ ଷ୍ଟାଣ୍ଡିଂ କମିଟି ରିପୋର୍ଟ ଉପସ୍ଥାପନ ଓ ୨୦୧୯-୨୦ ଆର୍ଥିକ ବର୍ଷରେ ଓଡ଼ିଶା କଣ୍ଟିଜେନ୍ସି ଫଣ୍ଡରୁ ଅଗ୍ରୀମ ଉଠାଣ ସଂକ୍ରାନ୍ତ ସ୍ୱତନ୍ତ୍ର ଅତିରିକ୍ତ ବିବରଣୀ ଗୃହରେ ଉପସ୍ଥାପନ ହେବାର କାର୍ଯ୍ୟକ୍ରମ ରହିଛି।

ପୁରୀରେ ନାବାଳିକାକୁ ଗାଡ଼ି ଭିତରେ ଦୁଷ୍କର୍ମ କରାଯିବା ଓ ଧାନମଣ୍ଡିରେ ଧାନ ପଡ଼ି ରହିଥିବା ଘଟଣାକୁ ନେଇ ବିରୋଧୀ ଦଳ ପକ୍ଷରୁ ଆସନ୍ତାକାଲି ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ ହୋଇଥିବା ସୂଚନା ମିଳିଛି। ଗୃହ କାର୍ଯ୍ୟ ଶନିବାର ଓ ରବିବାର ଯୋଗୁ ବନ୍ଦ ରହିବା ପରେ ଜୁଲାଇ ୧୫ତାରିଖରୁ ସ୍ୱାଭାବିକ ଭାବେ ଚାଲିବ। ଜୁଲାଇ ୩୧ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆଗତ ହେବ ଓ ଗୃହ ଅଗଷ୍ଟ ୮ ତାରିଖ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story