ଭୁବନେଶ୍ୱର,(ଓଡ଼ିଶା ରିପୋର୍ଟର): ଆସନ୍ତା ଜୁଲାଇ ୨୧ ତାରିଖରେ ଦ୍ୱିତୀୟ ସ୍ପେଶାଲ ଓଜେଇଇ ଅନୁଷ୍ଠିତ ହେବ। ଏଥିପାଇଁ ଆଜିଠାରୁ ଆସନ୍ତା ୭ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ବିଟେକ୍, ବିଟେକ୍ ଲାଟେରାଲ୍ ଏଣ୍ଟ୍ରି, ଏମ୍ବିଏ, ଏମ୍ସିଏ ଏବଂ ଲାଟେରାଲ୍ ଏଣ୍ଟ୍ରି ଏମ୍ସିଏ ପାଇଁ ଏହି ପରୀକ୍ଷା ହେବ। ଓଜେଇଇ ଭଳି ଏହି ପରୀକ୍ଷା ମଧ୍ୟ ସମାନ ଢାଞ୍ଚାରେ ହେବ। ଜୁଲାଇ ୨୧ ତାରିଖ ଦିନ ୧୦ଟାରୁ ୧୧ ପର୍ଯ୍ୟନ୍ତ ଏକ ଘଣ୍ଟା ଏହି ପରୀକ୍ଷା ହେବ।
୧୫ ତାରିଖରୁ ଛାତ୍ରଛାତ୍ରୀ ଆଡମିଟ୍ କାର୍ଡ ଡାଉନ୍ଲୋଡ୍ କରିପାରିବେ। ଜୁଲାଇ ୨୫ ତାରିଖରେ ରେଜଲ୍ଟ ପ୍ରକାଶ ପାଇବ। ତେବେ ଯେଉଁ ଛାତ୍ରଛାତ୍ରୀ ଓଜେଇଇରେ ରାଙ୍କ୍ ପାଇଛନ୍ତି ସେମାନେ ଏହି ପରୀକ୍ଷା ଦେବା ଆବଶ୍ୟକ ନାହିଁ ବୋଲି ଓଜେଇଇ ପକ୍ଷରୁ ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଗଛରେ ପିଟି ହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ଗଛରେ ପିଟି ହୋଇଗଲା ବାଇକ୍। ଆଉ ଦୁଇ ବାଇକ୍ ଚାଳକଙ୍କ ମଧ୍ୟରୁ ଜଣେ ଆଖି ବୁଜିଥିବା ବେଳେ ଆଉ ଜଣେ ମରଣ ସହ ସଂଘର୍ଷ କରୁଛନ୍ତି।
Science & Environment
୬ ଥିଲା ୧୨ରେ ପହଞ୍ଚିଲା; ୩ ବର୍ଷରେ ଦୁଇ ଗୁଣା ବଢିଛି ବାଘ ସଂଖ୍ୟା
୨୦୨୧ ମସିହାରେ ଢେଙ୍କାନାଳର ବିଭିନ୍ନ ଜଙ୍ଗଲରେ କଲରାପତରିଆ ବାଘ ସଂଖ୍ୟା ୬ ଥିବା ବେଳେ ଏବେ ତାହା ବୃଦ୍ଧି ପାଇ ୧୨ରେ ପହଞ୍ଚିଛି। ଯାହା ଜଙ୍ଗଲ ବିଭାଗ ପାଇଁ ଆଣିଛି ଖୁସି ଖବର।
Weather
ଆଜିଠୁ ବଦଳିବ ପାଗ; କମିବ ବର୍ଷା, ବଢ଼ିବ କୁହୁଡି
କମିବ ବର୍ଷା, ବଢ଼ିବ କୁହୁଡି। ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ସାମାନ୍ୟ କମିବାକୁ ଥିବା ବେଳେ କାଲିଠୁ ସମ୍ପୂର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।