ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

Ordigital Desk
  • Published: Tuesday, 13 February 2018
  • , Updated: 13 February 2018, 10:30 AM IST
<p>ସମ୍ୱଲପୁର(ଓଡ଼ିଶା ରିପୋର୍ଟର):ଟ୍ରକ୍ ଧକ୍କାରେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ସମ୍ବଲପୁର ଜିଲ୍ଲା ରେଙ୍ଗାଲି ସ୍ଥିତ ଶ୍ୟାମ ମେଟାଲିକ୍ କାରଖାନାର ସିକ୍ୟୁରିଟି ଗାର୍ଡଙ୍କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଫାଟକ ବନ୍ଦ କରି କର୍ମଚାରୀମାନେ ଧାରଣାରେ ବସିଛନ୍ତି।</p>

Related story