ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): PG ଓ UG ସିଲାବସ୍ରେ ରହିବ ୨୫ ପ୍ରତିଶତ ସେଲ୍ଫ ଷ୍ଟଡି କୋର୍ସ। ଆସନ୍ତା ଶିକ୍ଷାବର୍ଷରୁ ପୋଷ୍ଟ ଗ୍ରାଜୁଏଟ୍ ଏବଂ ଅଣ୍ଡର ଗ୍ରାଜୁଏଟରେ ଏହି କୋର୍ସ ଲାଗୁହେବ।
ଯଦ୍ୱାରା ଘରେ ରହି ଛାତ୍ରଛାତ୍ରୀ ଅନ୍ଲାଇନ୍ ମାଧ୍ୟମରେ ପଢ଼ିପାରିବେ। ଛାତ୍ରଛାତ୍ରୀମାନଙ୍କୁ ଏନେଇ ସଂପୃକ୍ତ କଲେଜ କର୍ତ୍ତୃପକ୍ଷ ଆବଶ୍ୟକ ସହଯୋଗ କରିବେ। ଛାତ୍ରଛାତ୍ରୀଙ୍କୁ ଟେଷ୍ଟ ବୁକ୍ ଯୋଗାଇ ଦିଆଯିବ। ଏମିତିକି ଯେଉଁ ପିଲାମାନଙ୍କର ପାଠ୍ୟପୁସ୍ତକ ଅଧ୍ୟୟନ ବେଳେ କିଛି ଅବୁଝା ରହିଯିବ, ନିର୍ଦ୍ଦିଷ୍ଟ କ୍ଲାସ କରାଯାଇ ଅଧ୍ୟାପକମାନେ ପିଲାଙ୍କୁ ବୁଝାଇବାକୁ ବ୍ୟବସ୍ଥା କରାଯିବ। ଏନେଇ ସବୁ ବିଶ୍ୱବିଦ୍ୟାଳୟ ଓ କଲେଜକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ମହାନଦୀକୁ ଡେଇଁ ପଡ଼ିଲେ ଯୁବକ
ଆଜି ସକାଳେ ଯୁବକ ଜଣଙ୍କ ହଠାତ୍ ଭୂତମୁଣ୍ଡାଇ ପୋଲରୁ ମହାନଦୀକୁ ଡେଇଁ ପଡ଼ିଥିଲେ।
Politics
ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ; କହିଲେ- ଓଡ଼ିଶା ପାଲଟିବ ଶିଳ୍ପପତିଙ୍କ ପ୍ରଥମ ପସନ୍ଦ
ଓଡ଼ିଶାକୁ ବିଦେଶରୁ ଆସିବ ନିବେଶ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Miscellaneous
ଆଜିଠୁ ଭକ୍ତଙ୍କ ପାଇଁ ପୁଣି ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ- ଆଜିଠୁ ୪ ଦ୍ୱାର ଦେଇ ସାଧାରଣ ଦର୍ଶନାର୍ଥୀ ପ୍ରବେଶ କରିବେ, କିନ୍ତୁ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ।
Miscellaneous
ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଆନ୍ଦୋଳନ ମନା, ଆଉ ୬ମାସ ବଢ଼ିଲା ଏସ୍ମା ଅବଧି
ଓଡ଼ିଶା ଅତ୍ୟାବଶ୍ୟକ ସେବା(ମେଂଟେନାନ୍ସ) ଆକ୍ଟ-୧୯୮୮(ଓଡ଼ିଶା ଆକ୍ଟ ୯,୧୯୯୯) -ଏସମାର ଧାରା ୩(୩)ରେ ପ୍ରଦତ୍ତ କ୍ଷମତାର ଉପଯୋଗ କରି ଏହି କଟକଣା ଅବଧିକୁ ନଭେମ୍ବର ୨୪ତାରିଖରୁ ଆଉ ୬ମାସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ।